ଏପିସିୟ 2:20 - ସତିଅର୍ ବାଟ୍ ନୁଆ ନିୟମ୍ 202020 ତମେ ମିସା ପେରିତ୍ ସିସ୍ମନ୍ ଆରି ବବିସତ୍ବକ୍ତାମନ୍ କରିରଇବା କୁନାଦି ଉପ୍ରେ, ତିଆର୍ ଅଇଲା ଗର୍ ପାରା । ସେ ଗର୍ କନର୍ ମୁଲ୍ ପାକ୍ନା ଅଇଲାନି କିରିସ୍ଟ ଜିସୁ । အခန်းကိုကြည့်ပါ။ |
କିରିସ୍ଟର୍ ଏ ଗାଗ୍ଡେ ପର୍ମେସର୍ ବିନ୍ ବିନ୍ ଲକ୍ମନ୍କେ ବିନ୍ ବିନ୍ କାମ୍ ଦେଲାଆଚେ । ପର୍ତୁମ୍ ପେରିତ୍ ଇସାବେ ବାଚ୍ଲା ଲକ୍, ତାର୍ ପଚେ ବବିସତ୍ କାତା କଇବା ଲକ୍ମନ୍କେ, ସିକାଉମନ୍କେ, କାବାଅଇଜିବା କାମ୍ କର୍ବା ଲକ୍କେ, ନିକ କର୍ବା ଲକ୍ମନ୍କେ, ସାଇଜ କର୍ବା ଲକ୍ମନ୍କେ, ନେତା ଇସାବେ ଦାଇତ୍ ନେବାକେ, ଆରି ନାଜାନ୍ଲା ବାସାଇ କାତା କଇବା ଲକ୍ମନ୍କେ ବାଚ୍ଲା ଆଚେ ।
ନେତା ଇସାବେ ଏଜାଇଅଇରଇବା ଜାକୁବ୍, ପିତର୍ ଆରି ଜଅନ୍, ଉଁ ବଲି ମାନି ଅଇରଇଲାଇ ଜେ, ପରମେସର୍ ମକେ ଏ ମୁକିଅ କାମର୍ ଦାଇତ୍ ଦେଲାଆଚେ । ସେଟାର୍ ପାଇ ସେମନ୍ ମକେ ଆରି ବର୍ନବାକେ, ଆମେ ମିସିକରି କାମ୍ କରୁବଲି ଗଟେକ୍ ଚିନ୍ ଇସାବେ ଆତ୍ ମିଲାଇଲାଇ । ବର୍ନବା ଆରି ମୁଇ ଜିଉଦି ନଇଲା ଲକ୍ମନର୍ ବିତ୍ରେ ଆରି ସେମନ୍ ଜିଉଦିମନର୍ ବିତ୍ରେ କାମ୍ କର୍ବୁ ବଲି ରାଜି ଅଇରଇଲୁ ।