ଏପିସିୟ 2:21 - ସତିଅର୍ ବାଟ୍ ନୁଆ ନିୟମ୍ 202021 ସେ ଆକା ଗର୍କେ ସମାନ୍କରି ସଙ୍ଗଇଲା ଆଚେ ଆରି ମାପ୍ରୁର୍ପାଇ ଗଟେକ୍ ସର୍ପିଦେଲା ସୁକଲ୍ ମନ୍ଦିର୍ପାରା କଲାଆଚେ । အခန်းကိုကြည့်ပါ။ |
ପର୍ମେସରର୍ ମନ୍ଦିରେ ପୁତ୍ଲା ପୁଜା କର୍ବାର୍ ନ ଅଏ । ଆମେ ପର୍ମେସରର୍ ମନ୍ଦିର୍ ପାରା । କାଇକେବଇଲେ ଜିବନ୍ ରଇବା ପର୍ମେସର୍ ଆମର୍ ବିତ୍ରେ ବାସା ଅଇଆଚେ । ସେ ନିଜେ କଇଲାଆଚେ “ ଜନ୍ ଲକ୍ମନ୍ ମର୍ ଲକ୍, ମୁଇ ସେମନର୍ ସଙ୍ଗ୍ ରଇବି । ତାକର୍ ବିତ୍ରେ ଚାଲାବୁଲା କର୍ବି । ମୁଇ ସେମନର୍ ପର୍ମେସର୍ ଅଇବି । ଆରି ସେମନ୍ ମର୍ ଲକ୍ ଅଇବାଇ ।”
କିରିସ୍ଟର୍ ବିସଇଟାନେ ରଇବା ସତ୍ ସିକିଆ ଚାଡିଦେଲାଇ ଆଚତ୍ । କିରିସ୍ଟ ଜେ କି ଗାଗଡର୍ ମୁଣ୍ଡ୍ ଅଇଆଚେ । ମୁଣ୍ଡ୍ ଜେନ୍ତାର୍କି ଗାଗଡ୍କେ ବାଟ୍ ଦେକାଇସି, ସେନ୍ତାରିସେ ତାର୍ ଲକ୍ମନ୍ ଗଟେକ୍ ଅଇରଇବାକେ କିରିସ୍ଟ ବାଟ୍ ଦେକାଇସି । ଗାଗଡର୍ ସନ୍ଦି ଆରି ଚିର୍ ଗାଗଡ୍କେ ଗଟେକ୍ କରି ସଙ୍ଗଇଲାପାରା । ଆରି ପର୍ମେସର୍ ମନ୍କଲାପାରା ସେଟା ବଡ୍ସି ।