ଏପିସିୟ 2:3 - ସତିଅର୍ ବାଟ୍ ନୁଆ ନିୟମ୍ 20203 ସତଇସେ ଆମେ ସବୁଜାକ, ସେ ରକାମ୍ ରଇଲୁ ଆରି ଗାଗଡର୍ ଆରି ମନର୍ ଲାଲ୍ସା ଇସାବେ ଜିଉନା କାଉନା କର୍ତେ ରଇଲୁ । ଆରି ଅଲ୍ଗା ଲକ୍ମନର୍ ପାରା ଆମେମିସା ପର୍ମେସରର୍ ରିସାର୍ ଡଣ୍ଡ୍ ପାଇବାକେ ଜାଇତେ ରଇଲୁ । အခန်းကိုကြည့်ပါ။ |
ସଇତାନ୍ ଅଇଲାନି ତମର୍ ବାବା । ଆରି ତମେ ସେ କର୍ବା କାରାପ୍ କାମ୍ମନ୍ କର୍ବାକେ ମନ୍ କଲାସ୍ନି । ସେ ଆଗ୍ତୁଅନି ଲକ୍ମନ୍କେ ନସ୍ଟ କଲାନି, ଆରି ସେ ସତ୍ ବିସଇ ଗିନ୍ କଲାନି । ତାର୍ତେଇ ସତ୍ ବିସଇ ନାଇ । ଜେଡେବେଲା ସେ ମିଚ୍ କଇଲାନି, ସେବେଲା ସେ ନିଜର୍ ଗୁନ୍ ଚଲନ୍ଅନି ସେନ୍ତି କଇଲାନି । କାଇକେ ବଇଲେ ସେ ମିଚ୍ କଇବା ଲକ୍, ଆରି ମିଚ୍ କଇବା ଲକ୍ମନର୍ ବାବା ।
କେତେ କେତେ ଲକ୍ ସାଉକାର୍ ଅଇବାକେ ଏନ୍ତି ମନ୍ କର୍ବାଇଜେ, ସେମନର୍ ଜିବନେ କାଇ ପରିକା ଆଇଲେ ମିସା ତେଇ ଅଦର୍ବାଇ । ଗଟେକ୍ ପସୁ ପାରା ପାନ୍ଦେ ଲାଗ୍ବାଇ । ଜେତ୍କି ବିସଇ ତାକର୍ପାଇ ଆରି ବିନ୍ ଲକର୍ ପାଇ କାରାପ୍ ଆରି ବିପଦ୍ ଆନ୍ସି, ସେ ସବୁ ବିସଇ କର୍ବାକେ ମନ୍ କର୍ବାଇ । ଏନ୍ତାରି ମନ୍ କର୍ବାଟା ଅଦିକ୍ ଅଦିକ୍ ବାବି, ସେମନ୍ କୁରୁପ୍ନାସ୍ ଅଇଜିବାଇ ।
କାଇକେବଇଲେ ଗଟେକ୍ ବେଲାଇ ଆମେମିସା ବକୁଆ ଲକର୍ପାରା ରଇ ପର୍ମେସରର୍ କାତା ନ ମାନିକରି, ବୁଲ୍ ବିସଇ କର୍ତେରଇଲୁ । ଆମର୍ ପାପର୍ ଗୁନ୍ଚଲନ୍ ଇସାବେ ଜେତ୍କି ସବୁ ବିସଇ ରଇଲା, ସେଟା ସବୁ ସାର୍ଦାସଙ୍ଗ୍ କର୍ତେରଇଲୁ । ବିନ୍ ଲକର୍ ତିପୁଲ୍ କାତା ଗୁଲାଇବାଟେ ବିଚିକରି ସେମନ୍କେ ଇଁସା କର୍ତେରଇଲୁ । ସେମନ୍ ଆମ୍କେ ଗିନ୍ କର୍ତେରଇଲାଇ, ଆମେମିସା ସେମନ୍କେ ଗିନ୍ କର୍ତେରଇଲୁ ।