ଏପିସିୟ 3:1 - ସତିଅର୍ ବାଟ୍ ନୁଆ ନିୟମ୍ 20201 ଏଟାର୍ଲାଗି ତମର୍ ପାରା ଜିଉଦି ନଇଲା ଲକର୍ ପାଇ, କିରିସ୍ଟ ଜିସୁର୍ ଲାଗି ବନ୍ଦି ଅଇରଇବା ପାଉଲ୍ ମୁଇ, ପର୍ମେସର୍କେ ପାର୍ତନା କଲିନି । အခန်းကိုကြည့်ပါ။ |
ମାତର୍ ଆମ୍କେ ଦୁକ୍ କସ୍ଟ ଅଇଲେ, ସେଟା ତମର୍ ଦୁକ୍ ସାରାଇବାକେ ଆରି ନ ସାର୍ବା ଜିବନ୍ ପାଇବାକେ । ସେନ୍ତାରିସେ ଜେଡେବେଲେ ଆମେ ପର୍ମେସରର୍ ଟାନେଅନି ସାଇଜ ମିଲାଇବୁ, ସେଟା ତମର୍ପାଇ ମିସା ସାଇଜ ମିଲ୍ଲା ପାରା । ଏନ୍ତାରି ସେ ତମର୍ ବିସ୍ବାସ୍ କର୍ବାଟା ଡାଟ୍ କରାଇସି, ଜେନ୍ତିକି ଆମେ ଦୁକ୍କସ୍ଟ ଆଇଲେ ମିସା ମୁର୍ଚି କରି ଆଚୁ, ସେନ୍ତାରି ଦୁକ୍ କସ୍ଟ ଆଇଲେ ତମେ ମିସା ମୁର୍ଚି କରି ରଇପାରାସ୍ ।
ସେମନ୍ ଜଦି ଆମେ କିରିସ୍ଟର୍ ଦାଙ୍ଗ୍ଡା ବଇଲେ, ମୁଇ ମିସା ଗଟେକ୍ ଦାଙ୍ଗ୍ଡା । ମାତର୍ ସେମନର୍ ଟାନେ ଅନି ମୁଇ ଅଦିକ୍ ନିକ ଦାଙ୍ଗ୍ଡା । ନିଜ୍କେ ବଡ୍ କରାଇ ମୁଇ ଗଟେକ୍ ବାୟାଲକର୍ ପାରା କାତା ଅଇଲିନି ବଲି ଜାନିଆଚି । ମୁଇ ତାକର୍ଟାନେ ଅନି ଅଦିକ୍ ଆବଡ୍ କାମ୍ କରିଆଚି, ଅଦିକ୍ ତର୍ ବନ୍ଦିଗରେ ରଇଆଚି, ଅଦିକ୍ ତର୍ ମାଡ୍ କାଇଆଚି, ଅଦିକ୍ ତର୍ ମଲାସମାନ୍ ଅଇଜାଇରଇଲି ।
ମାତର୍ ଏ ବାଇବଇନିମନ୍, ମୁଇ ଆଜିକେଜାକ ଜିଉଦି ନ ଅଇଲା ଲକ୍ମନ୍ ବିସ୍ବାସ୍ କଲେ ମିସା, ସୁନତ୍ କର୍ବାର୍ ଆଚେ ଆକା ବଲି ସିକାଇଲିନି ପନି । ମୁଇ ଏନ୍ତାରି ସିକାଇଲିନି ବଲି, କେତେକ୍ ଲକ୍ମନ୍ କଇବୁଲ୍ଲାଇନି । ସେନ୍ତାର୍ଆଲେ ମୁଇ ଏବେ ମିସା କାଇକେ ନିନ୍ଦା ପାଇଲିନି ? ତେବେ ମୁଇ କିରିସ୍ଟର୍ କୁରୁସ୍ ବିସଇ ଜାନାଇବାଟା ସୁନିକରି ଜିଉଦିଲକ୍ମନ୍ ରିସା ନ ଅଇତାଇ ।
ତେବର୍ପାଇ ଆମର୍ ମାପ୍ରୁ ଜିସୁକିରିସ୍ଟର୍ ବିସଇ, ବିନ୍ ଲକ୍କେ ଜାନାଇବାକେ ଲାଜ୍ ଅ ନାଇ । ତାର୍ ପାଇ ମୁଇ ଏବେ ବନ୍ଦିଗରେ ଆଚି, ମର୍ପାଇ ମିସା ଲାଜ୍ ଅ ନାଇ । ମାତର୍ ସୁବ୍ କବରର୍ ଲାଗି ଦୁକ୍ କସ୍ଟ ପାଇବାକେ ମର୍ସଙ୍ଗ୍ ମିସ୍ । ସେନ୍ତି କର୍ବାକେ ପର୍ମେସର୍ ତକେ ବପୁ ଦେଇସି । ପର୍ମେସର୍ ଆମ୍କେ ନ ସାର୍ବା ମରନେଅନି ବଁଚାଇକରି ଗଟେକ୍ ସୁକଲ୍ ଚଲାଚଲ୍ତି କର୍ବାକେ ଡାକିନେଲା ଆଚେ ।