ଏପିସିୟ 3:10 - ସତିଅର୍ ବାଟ୍ ନୁଆ ନିୟମ୍ 202010 ଜେନ୍ତାର୍କି ମଣ୍ଡ୍ଲିର୍ ଟାନେଅନି ତାର୍ ବିନ୍ ବିନ୍ ରକାମର୍ ଗିଆନ୍ ସର୍ଗର୍ ସାସନ୍କାରିଆମନ୍କେ ଆରି ବପୁ ରଇବାଟାମନ୍କେ, ସେ ଜାନାଇସି । အခန်းကိုကြည့်ပါ။ |
ଆମର୍ ବିସ୍ବାସ୍ଟାନେ କେ ନାଜାନ୍ଲା ପାରା ବିସଇ ଲୁଚିକରି ଆଚେ । ସେନ୍ତାରି ନଏଁ ବଲି କେ କଇନାପାରତ୍ । “ ଜିସୁକିରିସ୍ଟ ନର୍ ରୁପ୍ ଦାରି ଆଇଲା । ସେ ନିଜେ ପର୍ମେସରର୍ ପଅ ବଲି ସୁକଲ୍ ଆତ୍ମା କାତାଦେଲା ଆଚେ । ଦୁତ୍ମନ୍ ତାକେ ଦେକ୍ଲାଇ । ତାର୍ ବିସଇର୍ ସତ୍ କବର୍ ଗୁଲାଇ ରାଇଜେ ଜାନାଇଲାଇ । ସବୁ ଜାଗାର୍ କେତେକ୍ କେତକ୍ ଲକ୍ମନ୍ ତାକେ ବିସ୍ବାସ୍ କଲାଇ । ପର୍ମେସର୍ ତାକେ ସର୍ଗେ ନେଲା ।”
ମାତର୍ ଜନ୍ ଆଗ୍କେ ଗଟ୍ବା କାତା ସେମନ୍ କଇରଇଲାଇ, ସେଟା ସେମନର୍ ବଲ୍ପାଇ ନାଇ ମାତର୍ ତମର୍ ବଲ୍ପାଇ ବଲି ପର୍ମେସର୍ ସେମନ୍କେ ଜାନାଇଲା । ଆରି ଏବେ ସେଟା ପୁରାପୁରୁନ୍ ଅଇଲା । କାଇକେବଇଲେ ଜନ୍ ଲକ୍ମନ୍ ତମ୍କେ ସୁବ୍ କବର୍ ଜାନାଇଲାଇ ଆଚତ୍, ତମେ ସେ କାତା ସୁନିଆଚାସ୍ । ସର୍ଗେଅନି ପାଟାଇରଇବା ସୁକଲ୍ଆତ୍ମା ସେମନ୍କେ ବପୁଦେଲା । ଦୁତ୍ମନ୍ ମିସା ଏ ବିସଇ ଜାନ୍ବାକେ ମନ୍ କଲାଇ ।