11 ଜଗତ୍ ତିଆର୍ କର୍ବା ଆଗ୍ତୁ, ଏଟା ସେ ଜଜ୍ନା କରିରଇଲା । ଏଟା ଆମର୍ ମାପ୍ରୁ ଜିସୁ କିରିସ୍ଟର୍ ଲାଗି ସେ ପୁରାପୁରୁନ୍ କଲା ଆଚେ ।
ପରମେସର୍ ରିବିକାକେ କାତା ଦେଇରଇଲା । ବଡ୍ ପିଲା ସାନ୍ ପିଲାର୍ ଗତିଦାଙ୍ଗ୍ଡା ଅଇସି । ଜଁଲା ପିଲାମନ୍ ଜନମ୍ ନ ଅଇତେ, ଆରି ନିକ କାମ୍ କି ବାନିଆ କାମ୍ କର୍ବା ଆଗ୍ତୁ ଏଟା ପର୍ମେସର୍ କଇରଇଲା । ଜନ୍ ପିଲାକେ ସେ ବାଚ୍ଲା, ପିଲା କରିରଇବା କାମର୍ ଲାଗି ଅଏନାଇ । ମାତର୍ ପର୍ମେସର୍ କରିରଇବା ଜଜ୍ନାର୍ ପୁରାପୁରୁନ୍ ଅଇବାକେସେ ସେଟା ଅଇଲା ।
ଜନ୍ ଲକ୍ମନ୍ କିରିସ୍ଟ ଜିସୁର୍, ସେମନ୍ ତାକର୍ ଗାଗଡ୍କେ ତାର୍ ମନ୍ କର୍ବାଟା ଆରି ଆସା କର୍ବାଟା ସଙ୍ଗ୍ କୁର୍ସତେଇ ମରାଇ ଆଚତ୍ ।
କିରିସ୍ଟର୍ ସଙ୍ଗ୍ ମିସାଇ କରି, ପରମେସର୍, ଆମେ ଜିଉଦିମନ୍କେ ବାଚି ଆଚେ । କାଇକେ ବଇଲେ ଆଗେ ଅନି ଏନ୍ତାରି କର୍ବାକେ ସେ ଜଜ୍ନା କରି ରଇଲା । ସେ ଜେନ୍ତାରି ମନ୍ କର୍ସି, ସେ ଇସାବେ ସବୁ ବିସଇ ପୁରାପୁରୁନ୍ କର୍ସି ।
କିରିସ୍ଟର୍ ସଙ୍ଗ୍ ମିସିରଇକରି ଆମେ ଜେନ୍ତି ପର୍ମେସରର୍ ଅଇବୁ, ସେଟାର୍ପାଇ ସେ ଆମ୍କେ ଜଗତ୍ ତିଆର୍ ନ ଅଇବା ଆଗ୍ତୁ ବାଚି ରଇଲା । ଜେନ୍ତାରିକି ସୁକଲ୍ ଆରି କାଇ ଦସ୍ ନ ଅଇତେ ତାର୍ ମୁଆଟେ ଟିଆଅଇବୁ ।
ଆଗ୍ତୁ ଆମେ ଜାନି ନ ରଇଲା ତାର୍ ଜଜ୍ନାର୍ ଟିକିନିକି ବିସଇ, ସେ ଆମ୍କେ ଜାନାଇ ଆଚେ । ସେଟା ଜିସୁ କିରିସ୍ଟର୍ ଦେଇ ସେ ପୁରାପୁରୁନ୍ କଲାଆଚେ, କାଇକେ ବଇଲେ ଏଟା ତାକେ ସାର୍ଦା କଲା ।
ଏଟାର୍ଲାଗି ତମର୍ ପାରା ଜିଉଦି ନଇଲା ଲକର୍ ପାଇ, କିରିସ୍ଟ ଜିସୁର୍ ଲାଗି ବନ୍ଦି ଅଇରଇବା ପାଉଲ୍ ମୁଇ, ପର୍ମେସର୍କେ ପାର୍ତନା କଲିନି ।
ନିକ କାମ୍ କଲାର୍ ପାଇ ସେ ଆମ୍କେ ବାଚେନାଇ । ମାତର୍ ତାର୍ ନିଜର୍ ଜଜ୍ନା ଇସାବେ ସେ ଆମ୍କେ ବାଚିକରି ତାର୍ ଦୟା ଦେକାଇଲା ଆଚେ । ଏ ଜଗତ୍ ତିଆର୍ ନ ଅଇତେ ପର୍ମେସର୍ ଜିବନ୍ ଦୁକାଇ, ଜିସୁକିରିସ୍ଟକେ ଆମର୍ଲାଗି ଏ ଜଗତେ ପାଟାଇଲା ।