15 ତାର୍ ଲାଗିସେ ସରଗର୍ ଆରି ପୁର୍ତିବିର୍ ସବୁ କୁଟୁମ୍ ଅଇଲା ଆଚେ,
ତେଇ ତାକେ ବେଟ୍ପାଇ ବର୍ନବା ଆନ୍ଟିଅକେ ଡାକି ଦାରିଆଇଲା । ପୁରା ଗଟେକ୍ ବରସ୍ ଜାକ ବର୍ନବା ଆରି ସାଉଲ୍ ତେଇ ମଣ୍ଡଲିର୍ ବିସ୍ବାସିମନର୍ ସଙ୍ଗ୍ ମିସି, ଲକ୍ମନ୍କେ ସିକିଆ ଦେଲାଇ । ଏ ଆନ୍ଟିଅକର୍ ବିସ୍ବାସିମନ୍କେସେ ଲକ୍ମନ୍ ସିଗ୍ ପର୍ତୁମ୍ କିରିସ୍ଟାନ୍ ବଲି କଇରଇଲାଇ ।
ସରଗେ ଆରି ଜଗତେ ତିଆର୍ ଅଇରଇବା ସବୁ ବିସଇ ଗଟେକ୍ଟାନେ ଆନ୍ବାକେ ପର୍ମେସରର୍ ଜଜ୍ନା ରଇଲା । କିରିସ୍ଟ ସେସବୁ ବିସଇର୍ ମୁଣ୍ଡ୍ ପାରା ଅଇକରି ରଇସି । ଏଟା ସମାନ୍ ବେଲାଇ ସେ ପୁରାପୁରୁନ୍ କର୍ସି ।
କିରିସ୍ଟ ସର୍ଗେ, ସାସନ୍ କର୍ବା ଲକ୍ମନ୍କେ, ସନ୍ମାନ୍ ପାଇବା ଲକ୍ମନ୍କେ, ବପୁରଇବା ଲକ୍ମନ୍କେ ଆରି ସାସନ୍କାରିଆମନର୍ ଉପ୍ରେ ସାସନ୍ କର୍ସି । ତାର୍ ଅଦିକାର୍ ଏବର୍ ସାସନ୍କାରିଆମନର୍ କି ଆଇବା ଦିନର୍ ସାସନ୍କାରିଆମନର୍ ତେଇଅନି ଅଦିକ୍ ବପୁ ସଙ୍ଗର୍ ଆଚେ ।
ସେଟାର୍ପାଇ ବଲିକରି ମୁଇ ପର୍ମେସରର୍ ମୁଆଟେ ମାଣ୍ଡିକୁଟା ଦେଇ ପାର୍ତନା କଲିନି,
ମୁଇ ପାର୍ତନା କଲିନି ଜେନ୍ତିକି ସେ ତାର୍ ନ ସାର୍ବା ମଇମାଇଅନି, ତାର୍ ଆତ୍ମା ତମ୍କେ ବପୁ ଦେଇସି, ଜେନ୍ତିକି ତମର୍ ମନ୍ ଡାଟ୍ ଅଇସି ।
ଆରି କିରିସ୍ଟର୍ଟାନେଅନି ସେ ତିଆର୍ କରିରଇବା ସବୁଜାକ, ତାର୍ଟାନେ ବାଉଡାଇ ଆନ୍ବି ବଲି ଟିକ୍ କରିରଇଲା । ଦର୍ତନିଟାନେ ରଇବାଟା ଅ କି ସର୍ଗେ ରଇବାଟା ଅ । ତାର୍ ପଅ କୁରୁସ୍କାଟେ ମରି ବନି ଜରାଇଲାର୍ପାଇ ସବୁ ବିସଇ ତାର୍ଟାନେ ସାନ୍ତିଅଇ ରଇସି ।
ଆତ୍ମା ମଣ୍ଡଲିମନ୍କେ କଇବାଟା ମନ୍ଦିଆନ୍ ଦେଇ ସୁନା । ଜେ ଜିତ୍ସି, ସେମନ୍କେ ଲୁଚାଇକରି ସଙ୍ଗଇରଇବା ମାନା ଦେବି । ନୁଆ ନାଉଁ ଲେକିରଇବା ଗଟେକ୍ ଦବ୍ ପାକ୍ନା ମିସା ସେମନ୍କେ ଦେବି ।
ଜେ ଜିତ୍ସି, ମୁଇ ତାକେ ଆମର୍ ପର୍ମେସରର୍ ମନ୍ଦିରର୍ ମୁଲ୍ଡେଲି କର୍ବି । ଆରି ସେମନ୍ ତେଇଅନି କେବେ ମିସା ଚାଡି ନ ଜାଅତ୍ । ତାକର୍ ଉପ୍ରେ ମୁଇ, ମର୍ ପର୍ମେସରର୍ ନଅରର୍ ନାଉଁ ଆରି ନୁଆ ଜିରୁସାଲମର୍ ନାଉଁ ଲେକ୍ବି । ସେଟା ମର୍ ପର୍ମେସରର୍ ଟାନେଅନି ସର୍ଗେଅନି ଉତ୍ରି ଆଇସି । ତାକର୍ ଉପ୍ରେ ମିସା ମର୍ ନୁଆ ନାଉଁ ଲେକ୍ବି ।