ଏପିସିୟ 3:16 - ସତିଅର୍ ବାଟ୍ ନୁଆ ନିୟମ୍ 202016 ମୁଇ ପାର୍ତନା କଲିନି ଜେନ୍ତିକି ସେ ତାର୍ ନ ସାର୍ବା ମଇମାଇଅନି, ତାର୍ ଆତ୍ମା ତମ୍କେ ବପୁ ଦେଇସି, ଜେନ୍ତିକି ତମର୍ ମନ୍ ଡାଟ୍ ଅଇସି । အခန်းကိုကြည့်ပါ။ |
ମାତର୍ ସେ ଏନ୍ତାରି କଇଲା, “ତମ୍କେ ଜେତ୍କି ସବୁ ଲଡା ଆଚେ, ମର୍ ଜିବନ୍ ଦୁକାଇଲାଟା, ସେଟା ପୁରାପୁରୁନ୍ କର୍ବାକେ ଅଇସି । କାଇକେବଇଲେ ଜେଡେବେଲେ ତୁଇ ଦୁର୍ବଲ୍ ରଇସୁ, ସେବେଲେ ମର୍ ବପୁ ନିକକରି ଡିସ୍ସି ।” ତେବେ ମର୍ ଦୁର୍ବଲ୍ ବିସଇନେଇ ବଡ୍ପନ୍ ଅଇକରି କଇବାକେ ମକେ ବେସି ସାର୍ଦା ଲାଗ୍ସି । କାଇକେବଇଲେ ମୁଇ ଦୁର୍ବଲ୍ ରଇଲାବେଲେ କିରିସ୍ଟର୍ ବପୁ ମକେ ସାଇଜ କର୍ବାଟା ଜାନ୍ଲିନି ।
ଏ ସବୁ ବିସଇ ତମ୍କେ ଆତ୍ମା ଇସାବେ ସାର୍ଦା କରାଇବାପାଇ ମୁଇ କଲିନି । ଜେନ୍ତାରିକି ତମେ ଗଟେକ୍ ମନ୍ ଅଇକରି ଆଲାଦ୍ କରାକରି ଅଇସା । ତମେ ପୁରାପୁରୁନ୍ ବୁଜ୍ବାବେଲେ ବେସି ଆସା ଆରି ସାର୍ଦା ଅଇରଇସା । ଜଦି ତମ୍କେ ଏ ଆସା ରଇଲେ, ପର୍ମେସର୍ ଜଜ୍ନା କଲାଟା ଜାନିପାରାସ୍ । ସେ ଆସା ପୁର୍ବେ ରଇଲା ଲକ୍ମନ୍କେ ଜାନାଇ ନ ରଇଲା । ସେଟା ନିଜେ କିରିସ୍ଟର୍ ବିସଇସେ ।
ସେ ବିଚାର୍ନା ଜାଗାଇ ଜେତ୍କି ଜିଉଦି ନ ଅଇଲା ଲକ୍ମନ୍ ରୁଣ୍ଡିରଇଲାଇ, ସେମନ୍କେ ସବୁକେ ଜିସୁକିରିସ୍ଟର୍ ସୁବ୍କବର୍ ଜେନ୍ତାରିକି ମୁଇ ପୁରାପୁରୁନ୍ ବାବେ ଜାନାଇପାର୍ବି, ସେଟାର୍ପାଇ ମାପ୍ରୁ ମର୍ସଙ୍ଗ୍ ରଇକରି ମକେ ବପୁଦେଲାଆଚେ । ସେ ବିଚାର୍ନାର୍ ସାରାସାରି ମକେ କାଇବାକେ ଆସିରଇବା ଗଟେକ୍ ସିଅଁର୍ ଟାନେଅନି ରକିଆ କଲାପାରା ମାପ୍ରୁ ରକିଆ କଲା ।