ଏପିସିୟ 3:17 - ସତିଅର୍ ବାଟ୍ ନୁଆ ନିୟମ୍ 202017 ମୁଇ ପାର୍ତନା କଲିନି, ଜେନ୍ତିକି ତମର୍ ବିସ୍ବାସର୍ ଲାଗି, କିରିସ୍ଟ ତମର୍ ବିତ୍ରେ ବାସା ଅଇସି । ଆରି, ତମେ ପର୍ମେସର୍କେ ଆରି ବିନ୍ ଲକ୍କେ ଆଲାଦ୍ କଲାଟାନେଅନି, ବୁଏଁ ଜାଇତେରଇବା ଗଚର୍ ଚେର୍ପାରା ଆରି କୁନାଦି ଉପ୍ରେ ତିଆର୍ ଅଇଲା ଗର୍ ପାରା ଡାଟ୍ ଅଇସା । အခန်းကိုကြည့်ပါ။ |
ପର୍ମେସରର୍ ମନ୍ଦିରେ ପୁତ୍ଲା ପୁଜା କର୍ବାର୍ ନ ଅଏ । ଆମେ ପର୍ମେସରର୍ ମନ୍ଦିର୍ ପାରା । କାଇକେବଇଲେ ଜିବନ୍ ରଇବା ପର୍ମେସର୍ ଆମର୍ ବିତ୍ରେ ବାସା ଅଇଆଚେ । ସେ ନିଜେ କଇଲାଆଚେ “ ଜନ୍ ଲକ୍ମନ୍ ମର୍ ଲକ୍, ମୁଇ ସେମନର୍ ସଙ୍ଗ୍ ରଇବି । ତାକର୍ ବିତ୍ରେ ଚାଲାବୁଲା କର୍ବି । ମୁଇ ସେମନର୍ ପର୍ମେସର୍ ଅଇବି । ଆରି ସେମନ୍ ମର୍ ଲକ୍ ଅଇବାଇ ।”