ଏପିସିୟ 3:6 - ସତିଅର୍ ବାଟ୍ ନୁଆ ନିୟମ୍ 20206 ଏ ଲୁଚି ରଇବା ବିସଇ ଅଇଲାନି, ସୁବ୍କବରର୍ ଲାଗି, ଜିଉଦି ବିସ୍ବାସିମନର୍ ସଙ୍ଗ୍, ଜିଉଦି ନଇଲା ବିସ୍ବାସିମନ୍ ମିସା ପର୍ମେସରର୍ ଆସିର୍ବାଦେ ମିସ୍ବାଇ । ସେମନ୍ ମିସିକରି, ଗଟେକ୍ ଗାଗଡ୍ ପାରା ଅଇଜିବାଇ । ମାପ୍ରୁ ଜିସୁ କିରିସ୍ଟର୍ ଲାଗି ପର୍ମେସର୍ ଦେଇ ରଇବା ସବୁ କାତାଇ ବାଗ୍ ଅଇସା । အခန်းကိုကြည့်ပါ။ |
କିରିସ୍ଟର୍ ବିସଇଟାନେ ରଇବା ସତ୍ ସିକିଆ ଚାଡିଦେଲାଇ ଆଚତ୍ । କିରିସ୍ଟ ଜେ କି ଗାଗଡର୍ ମୁଣ୍ଡ୍ ଅଇଆଚେ । ମୁଣ୍ଡ୍ ଜେନ୍ତାର୍କି ଗାଗଡ୍କେ ବାଟ୍ ଦେକାଇସି, ସେନ୍ତାରିସେ ତାର୍ ଲକ୍ମନ୍ ଗଟେକ୍ ଅଇରଇବାକେ କିରିସ୍ଟ ବାଟ୍ ଦେକାଇସି । ଗାଗଡର୍ ସନ୍ଦି ଆରି ଚିର୍ ଗାଗଡ୍କେ ଗଟେକ୍ କରି ସଙ୍ଗଇଲାପାରା । ଆରି ପର୍ମେସର୍ ମନ୍କଲାପାରା ସେଟା ବଡ୍ସି ।