ଏପିସିୟ 3:9 - ସତିଅର୍ ବାଟ୍ ନୁଆ ନିୟମ୍ 20209 ପର୍ମେସର୍ ତାର୍ ଲୁଚ୍ତେରଇବା ଜଜ୍ନା କେନ୍ତାର୍ ପୁରାପୁରୁନ୍ କର୍ସି, ସେଟା ସବୁ ଜାନାଇବାକେ ମିସା ମକେ ବାଚ୍ଲା ଆଚେ । ସବୁ ବିସଇ ତିଆର୍ କଲା ବେଲେଅନି, ଏବେ ଜାକ ସେ ତାର୍ ଟିକିନିକି ବିସଇ ଲୁଚାଇକରି ସଙ୍ଗଇରଇଲା, । အခန်းကိုကြည့်ပါ။ |
ଏ ବାଇବଇନିମନ୍, ଏ ବିସଇଟାନେ ଗଟେକ୍ ଲୁଚିରଇଲା ସତ୍ ତମେ ବୁଜା ବଲି ମୁଇ ମନ୍ କଲିନି । ଆମେ ଜିଉଦିମନର୍ ଟାନେଅନି ବଡ୍ ଆଚୁ ବଲି ତମେ ବଡ୍ପନ୍ ନ ଅଇବାକେ, ଏଟା ତମ୍କେ ବୁଜାଇଲିନି । ଜିଉଦିମନର୍ କାତା ନ ମାନ୍ବାଟା, ବେସିଦିନ୍ ଜାକ ନ ରଏ । ମାତର୍ ଜେତ୍କି ଜିଉଦି ନ ଅଇଲା ଲକ୍ମନ୍କେ ପର୍ମେସର୍ ବାଚ୍ଲାଆଚେ, ସେମନ୍ ବିସ୍ବାସ୍ କର୍ବାଜାକ ସେଟା ରଇସି ।
ଆମର୍ ବିସ୍ବାସ୍ଟାନେ କେ ନାଜାନ୍ଲା ପାରା ବିସଇ ଲୁଚିକରି ଆଚେ । ସେନ୍ତାରି ନଏଁ ବଲି କେ କଇନାପାରତ୍ । “ ଜିସୁକିରିସ୍ଟ ନର୍ ରୁପ୍ ଦାରି ଆଇଲା । ସେ ନିଜେ ପର୍ମେସରର୍ ପଅ ବଲି ସୁକଲ୍ ଆତ୍ମା କାତାଦେଲା ଆଚେ । ଦୁତ୍ମନ୍ ତାକେ ଦେକ୍ଲାଇ । ତାର୍ ବିସଇର୍ ସତ୍ କବର୍ ଗୁଲାଇ ରାଇଜେ ଜାନାଇଲାଇ । ସବୁ ଜାଗାର୍ କେତେକ୍ କେତକ୍ ଲକ୍ମନ୍ ତାକେ ବିସ୍ବାସ୍ କଲାଇ । ପର୍ମେସର୍ ତାକେ ସର୍ଗେ ନେଲା ।”
ସେ ବିଚାର୍ନା ଜାଗାଇ ଜେତ୍କି ଜିଉଦି ନ ଅଇଲା ଲକ୍ମନ୍ ରୁଣ୍ଡିରଇଲାଇ, ସେମନ୍କେ ସବୁକେ ଜିସୁକିରିସ୍ଟର୍ ସୁବ୍କବର୍ ଜେନ୍ତାରିକି ମୁଇ ପୁରାପୁରୁନ୍ ବାବେ ଜାନାଇପାର୍ବି, ସେଟାର୍ପାଇ ମାପ୍ରୁ ମର୍ସଙ୍ଗ୍ ରଇକରି ମକେ ବପୁଦେଲାଆଚେ । ସେ ବିଚାର୍ନାର୍ ସାରାସାରି ମକେ କାଇବାକେ ଆସିରଇବା ଗଟେକ୍ ସିଅଁର୍ ଟାନେଅନି ରକିଆ କଲାପାରା ମାପ୍ରୁ ରକିଆ କଲା ।
ଆଗ୍ତୁ ତରେକ୍ ସେ ପସୁ ବଁଚିରଇଲା । ମାତର୍ ଏବେ ଆରି ସେ ନ ବଁଚେ । ପାତାଲେଅନି ସେଟା ବାରଇ ଆଇସି । ତାକେ ଆରି ତରେକ୍ ସେ ଡଣ୍ଡ୍ ପାଇବା ଜାଗାଇ ନିଆଅଇସି । ଜଗତେରଇବା ଲକ୍ମନ୍, ସବୁ ତିଆର୍ ନ ଅଇବା ଆଗ୍ତୁ, ଜାର୍ ନାଉଁ ଜିବନ୍ରଇବା ବଇଟାନେ ଲେକାଅତ୍ନାଇ, ସେମନ୍ ସେ ପସୁକେ ଦେକି କାବାଅଇଜିବାଇ । କାଇକେବଇଲେ ସେ ଆଗ୍ତୁ ବଁଚିରଇଲା, ଏବେ ଆରି ସେଟା ବଁଚିରଏନାଇ । ମାତର୍ ସେଟା ଆରିତରେକ୍ ଆଇସି ।