ଏପିସିୟ 4:1 - ସତିଅର୍ ବାଟ୍ ନୁଆ ନିୟମ୍ 20201 ଏ ସବୁର୍ଲାଗି ମାପ୍ରୁର୍ ସେବାକାରିଆ ମୁଇ ବନ୍ଦିଗରେ ଆଚି । ମାପ୍ରୁ ତମ୍କେ କେନ୍ତାରି ଚଲାଚଲ୍ତି କର୍ବାକେ ଡାକ୍ଲାଆଚେ, ସେନ୍ତାରିସେ କରାବଲି ମୁଇ ତମ୍କେ ବାବୁଜିଆ କଲିନି । အခန်းကိုကြည့်ပါ။ |
ସେଟାର୍ ପାଇ ଏ ବାଇବଇନିମନ୍, ଆମର୍ ଉପ୍ରେ ପରମେସରର୍ ବଡ୍ ଜିବନ୍ଦୁକାନିର୍ ଲାଗି, ତମ୍କେ ମୁଇ ବାବୁଜିଆ କଲିନି, ପରମେସରର୍ ଲଗେ ଗଟେକ୍ ବଲି ଇସାବେ ନିଜର୍ ଜିବନ୍ ସର୍ପିଦିଆସ୍ । ଏନ୍ତାରି ବଲି ଅଇବାଟା ମର୍ବାକେ ନଏଁ, ମାତର୍ ତାର୍ ସେବାକର୍ବାକେ ନିଜେ ସର୍ପି ଅଇବାଟା । ସେନ୍ତି ଅଇଲେ ପର୍ମେସର୍ ସାର୍ଦା ଅଇସି । ପର୍ମେସର୍କେ ଏ ରକାମ୍ ଉପାସନା କର୍ବାର୍ ଆଚେ ।
ସବୁର୍ଟାନେଅନି ମୁକିଅ ବିସଇ ଅଇଲାନି ଏଟା । କିରିସ୍ଟର୍ ସୁବ୍ କବର୍ ବିସ୍ବାସ୍ କର୍ବା ଲକ୍ମନ୍ କେନ୍ତାରି ଚଲାଚଲ୍ତି କର୍ବାର୍ଆଚେ, ତମେ ସେନ୍ତାରି କରା । ମୁଇ ତମ୍କେ ଦେକ୍ବାର୍ ଆଇଲେମିସା, କି ତମର୍ଟାନେଅନି ଦୁରିକେ ରଇ ଅବ୍କା ସୁନିପାର୍ଲେ ମିସା ଏନ୍ତାରି ଜିଇତେରୁଆ । ଏଟାର୍ଲାଗି ତମେ ସବୁ ଗଟେକ୍ ମନ୍ ଅଇ ମିସିଆଚାସ୍ ବଲି ମୁଇ ଜାନିପାର୍ବି । ଜନ୍ ଲକ୍ମନ୍ ସୁବ୍ କବରର୍ ବିରୁଦେ ଦଦାପେଲା କଲାଇନି, ତାକର୍ ମୁଆଟେ କିରିସ୍ଟର୍ ସୁବ୍କବର୍ ଦେକାରକା କର୍ବାକେ ତମେ ସବୁ ଗଟେକ୍ ଅଇ ଟିଆଅଇଲାସ୍ନି ବଲି ମୁଇ ଜାନ୍ବି ।
ଚନେକର୍ ଆଇବା ଦୁକ୍କସ୍ଟ ମୁର୍ଚି ସାରାଇଲେ, ତମ୍କେ ପର୍ମେସର୍ କାଇ ଦସ୍ ନ ରଇବା, ତାର୍ ସିଦ୍ ଲକ୍ କରାଇସି । ତମର୍ ବିସ୍ବାସ୍ ଡାଟ୍ ଅଇବାକେ ସେ ତମ୍କେ ବପୁ ଦେଇସି । ଆରି ତମ୍କେ ନିକ କୁନାଦି ପାରା ତିଆର୍ କର୍ସି । କିରିସ୍ଟର୍ ସଙ୍ଗ୍ ମିସ୍ଲାର୍ପାଇ, ତାର୍ ନ ସାର୍ବା ମଇମାତେଇ ମିସ୍ବାକେ ତମ୍କେ ଡାକ୍ଲାଆଚେ । ସେ ତମ୍କେ ଜିବନ୍ ଦୁକାଇ ଦୟା କରି ଏ ସବୁ ବିସଇ କଲାଆଚେ ।