ଏପିସିୟ 4:15 - ସତିଅର୍ ବାଟ୍ ନୁଆ ନିୟମ୍ 202015 ତାର୍ ବାଦୁଲେ ଆମେ ପର୍ମେସରର୍ ସତ୍ ବିସଇର୍ ଆଲାଦ୍ ଜାନାଉଁ । ସେନ୍ତାରି ମୁଣ୍ଡ୍ ଇସାବେ ରଇବା କିରିସ୍ଟର୍ ପାରା ଆମେ ସବୁ ବିସଇତେଇ ସିଦ୍ ଅଇ, ତାର୍ ପାରା ଅଇବୁ । အခန်းကိုကြည့်ပါ။ |
ଆମେ ଲୁଚ୍ତେ ରଇବା କାମ୍ କି ଲାଜ୍ କରାଇବା କାମ୍ କରୁନାଇ । ଆମେ ଲକ୍ମନ୍କେ ନାଡାଉ ନାଇ । ଆମେ ଜାନାଇତେରଇବା ମାପ୍ରୁର୍ ବାକିଅ ତେଇ ମିଚ୍ ସିକିଆ ମିସାଉ ନାଇ । ମାତର୍ ସବୁଲକ୍ ବୁଜ୍ଲାପାରା ସତ୍ ସିକିଆ ଦେଲୁନି । ଜେନ୍ତାର୍ କି, ମୁଇ କଇଲା ବାକିଅ ଲକ୍ମନ୍ ତାକର୍ ବିବେକ୍ଟାନେ ସତ୍ ବଲି ଜାନ୍ବାଇ । ଆମେ କର୍ବା ସବୁ କାମ୍ ପର୍ମେସରର୍ ମୁଆଟେ ଆଚେ ।