ଏପିସିୟ 4:16 - ସତିଅର୍ ବାଟ୍ ନୁଆ ନିୟମ୍ 202016 କାଇକେବଇଲେ କିରିସ୍ଟ ତାର୍ ସବୁ ଲକ୍ମନ୍କେ ମିସାଇକରି ସଙ୍ଗଇ ଆଚେ । ଗଟେକ୍ ଗାଗଡର୍ ସନ୍ଦି ଜେନ୍ତିକି ସେ ଗାଗଡର୍ ସବୁ ବାଗ୍କେ ମିସାଇକରି ସଙ୍ଗଇସି, ସେନ୍ତାରିସେ ଗାଗଡର୍ ଗଟେକ୍ ଗଟେକ୍ ବାଗ୍ ନିଜର୍ ନିଜର୍ କାମ୍ କଲେ, ଗୁଲାଇ ଗାଗଡ୍ ବଡିକରି ବପୁ ଅଇସି । အခန်းကိုကြည့်ပါ။ |
କିରିସ୍ଟର୍ ବିସଇଟାନେ ରଇବା ସତ୍ ସିକିଆ ଚାଡିଦେଲାଇ ଆଚତ୍ । କିରିସ୍ଟ ଜେ କି ଗାଗଡର୍ ମୁଣ୍ଡ୍ ଅଇଆଚେ । ମୁଣ୍ଡ୍ ଜେନ୍ତାର୍କି ଗାଗଡ୍କେ ବାଟ୍ ଦେକାଇସି, ସେନ୍ତାରିସେ ତାର୍ ଲକ୍ମନ୍ ଗଟେକ୍ ଅଇରଇବାକେ କିରିସ୍ଟ ବାଟ୍ ଦେକାଇସି । ଗାଗଡର୍ ସନ୍ଦି ଆରି ଚିର୍ ଗାଗଡ୍କେ ଗଟେକ୍ କରି ସଙ୍ଗଇଲାପାରା । ଆରି ପର୍ମେସର୍ ମନ୍କଲାପାରା ସେଟା ବଡ୍ସି ।
ଏ ସବୁ ବିସଇ ତମ୍କେ ଆତ୍ମା ଇସାବେ ସାର୍ଦା କରାଇବାପାଇ ମୁଇ କଲିନି । ଜେନ୍ତାରିକି ତମେ ଗଟେକ୍ ମନ୍ ଅଇକରି ଆଲାଦ୍ କରାକରି ଅଇସା । ତମେ ପୁରାପୁରୁନ୍ ବୁଜ୍ବାବେଲେ ବେସି ଆସା ଆରି ସାର୍ଦା ଅଇରଇସା । ଜଦି ତମ୍କେ ଏ ଆସା ରଇଲେ, ପର୍ମେସର୍ ଜଜ୍ନା କଲାଟା ଜାନିପାରାସ୍ । ସେ ଆସା ପୁର୍ବେ ରଇଲା ଲକ୍ମନ୍କେ ଜାନାଇ ନ ରଇଲା । ସେଟା ନିଜେ କିରିସ୍ଟର୍ ବିସଇସେ ।