ଏପିସିୟ 4:17 - ସତିଅର୍ ବାଟ୍ ନୁଆ ନିୟମ୍ 202017 ତେବର୍ ପାଇ ମାପ୍ରୁର୍ ନାଉଁଦାରି ମୁଇ ତମ୍କେ ଜାଗର୍ତା କରିଦେଲିନି । ତମେ ଆରି ପର୍ମେସର୍କେ ନାଜାନ୍ଲା ଲକର୍ପାରା ଚଲାଚଲ୍ତି କରା ନାଇ । အခန်းကိုကြည့်ပါ။ |
ନିଜ୍କେ ନିଚ୍କରି ସେମନ୍ ଉପାସନା କଲାପାରା ଦୁତ୍ମନ୍କେ ଉପାସନା କର୍ବାକେ, କାକେମିସା ବାଦିଅ କର୍ବାକେ ଦିଆସ୍ନାଇ । ସେନ୍ତାର୍କଲେ ପର୍ମେସର୍ କାତାଦେଇରଇବା ପୁରୁସ୍କାର୍ ତମ୍କେ ନ ମିଲେ । ସେନ୍ତାରି ସିକାଇବା ଗଟେକ୍ଲକ୍, ପର୍ମେସର୍ଟାନେ ଅନି ଦର୍ସନ୍ ଦେକିଆଚି ବଲିକରି ଅଦିକାର୍ ସଙ୍ଗ୍ ସିକାଇଲାନି । ସେ ତାର୍ ଚାଲାକିସଙ୍ଗ୍ ନିଜେ ତିଆର୍କରିରଇବା ବିସଇର୍ ଲାଗି ବଡ୍ପନ୍ ଅଇସି, ମାତର୍ ସତଇସେ ସେନ୍ତାରି ବଡ୍ପନ୍ ଅଇବାକେ କାଇଟାମିସା ନାଇ ।