ଏପିସିୟ 4:22 - ସତିଅର୍ ବାଟ୍ ନୁଆ ନିୟମ୍ 202022 ଆଗ୍ତୁ ଜନ୍ ପୁର୍ନା ଚଲାଚଲ୍ତି କରି ତମେ ଜିଉନା କାଉନା କର୍ତେ ରଇଲାସ୍, ସେଟା ଚାଡ୍ବାକେ ତମ୍କେ ସିକାଇ ରଇଲାଇ । ତମର୍ ମନେ କାରାପ୍ ଚିନ୍ତା ଆଇବାଟା, ତମ୍କେ ନାଡାଇକରି ତମର୍ ଜିବନ୍ ନସାଇ ଦେଲାଇ । အခန်းကိုကြည့်ပါ။ |
କାଇକେବଇଲେ ଗଟେକ୍ ବେଲାଇ ଆମେମିସା ବକୁଆ ଲକର୍ପାରା ରଇ ପର୍ମେସରର୍ କାତା ନ ମାନିକରି, ବୁଲ୍ ବିସଇ କର୍ତେରଇଲୁ । ଆମର୍ ପାପର୍ ଗୁନ୍ଚଲନ୍ ଇସାବେ ଜେତ୍କି ସବୁ ବିସଇ ରଇଲା, ସେଟା ସବୁ ସାର୍ଦାସଙ୍ଗ୍ କର୍ତେରଇଲୁ । ବିନ୍ ଲକର୍ ତିପୁଲ୍ କାତା ଗୁଲାଇବାଟେ ବିଚିକରି ସେମନ୍କେ ଇଁସା କର୍ତେରଇଲୁ । ସେମନ୍ ଆମ୍କେ ଗିନ୍ କର୍ତେରଇଲାଇ, ଆମେମିସା ସେମନ୍କେ ଗିନ୍ କର୍ତେରଇଲୁ ।
ଏବେ ଆମେ ସବୁ ଆରାଜିତାଟାନେ ପାଲାଇବା ଲକ୍ମନର୍ପାରା ଆଚୁ । ଆମର୍ ଚାରିବେଟ୍ତି ଗଟେକ୍ ବଡ୍ ଦଲର୍ ସାକିମନ୍ ଦେକ୍ଲାଇନି । ତେବର୍ପାଇ ଜନ୍ଟାମନ୍ ଆମ୍କେ ବାଦା ଦେଲାନି, ଆରି ଜନ୍ ପାପ୍ମନ୍ ଆମ୍କେ ପଚ୍କେ ଜିକ୍ଲାନି, ସେଟା ସବୁ ବେଟି ପିଙ୍ଗିଦେବାର୍ । ଜନ୍ ଆରାଜିତା ଅଇ ପାଲାଇବାଟା ପର୍ମେସର୍ ଆମର୍ ମୁଆଟେ ସଙ୍ଗଇଆଚେ, ତେଇ ଆମେ ମୁର୍ଚିକରି ପାଲାଇ ସାରାଇଦେଉଁ ।
କାଇକେବଇଲେ ପର୍ମେସର୍କେ ନାଜାନ୍ଲା ଲକ୍ ଜନ୍ଟା କର୍ବାକେ ମନ୍ କର୍ବାଇ, ସେନ୍ତାରି ତମେମିସା କର୍ତେ ରଇଲାସ୍ । ଆରି ସେନ୍ତାରି କରି କରି ଚୁଚାଇ ଚୁଚାଇ ଦିନ୍ ଗାଲା । ତମର୍ ଗାଗଡର୍ ପାପେରଇବା ଗୁନ୍ଚଲନ୍ ଇସାବେ ଲାଜର୍ ବିସଇ, ପାଦ୍ରା କାମ୍ କର୍ବାକେ ମନ୍ କର୍ବା ବିସଇ, ମାତିରଇବା ବିସଇ, କରାପ୍ ବିସଇଟାନେ ମଜାମଜ୍ଲିସ୍ କର୍ବା ବିସଇ ଆରି ପର୍ମେସର୍ ଗିନ୍କର୍ବା ପୁତ୍ଲା ପୁଜା କର୍ବାଟାମନ୍ କର୍ତେରଇଲାସ୍ ।
ବିନ୍ ଲକ୍ମନ୍କେ ସେମନ୍ ବେସି ଦୁକ୍ କସ୍ଟ ଦେଲାଇଆଚତ୍କେ ପର୍ମେସର୍ ମିସା ସେମନ୍କେ ଦୁକ୍ କସ୍ଟ ଦେଇସି । ନିଜର୍ ଗାଗଡ୍ ମନ୍ କଲାଟା ପୁରାପୁରୁନ୍ କର୍ବାକେ ସେମନ୍ କାଇଟା ମିସା କର୍ବାଇ । ସେଟା ଦିନ୍ବେଲେ ମିସା କର୍ବାଇ । ମାତର୍ ସେମନ୍ ତମର୍ ସଙ୍ଗ୍ କାଇବାକେ ବସ୍ଲାବେଲେ ମିସା ସେନ୍ତାରି ଅଇତେରଇବାଇ, ଜନ୍ଟାକି ତମ୍କେ ଇଜତ୍ ଜିକି ଲାଜ୍ କରାଇସି ।