23 ତମେ ଚିନ୍ତା କର୍ବାଟା ପର୍ମେସର୍ ନୁଆକରି ବାଦ୍ଲାଇବାକେ ତାକେ ସର୍ପି ଦିଆସ୍ ବଲି ସିକାଇଲାଇ ଆଚତ୍ ।
ଏ ଜଗତେ ରଇବା ଲକ୍ମନର୍ ପାରା ଚଲାଚଲ୍ତି ଇସାବେ ଜିଉନା କାଉନା କରାନାଇ । ପରମେସର୍ ତମର୍ ମନ୍ ନୁଆକରି ବାଦ୍ଲାଅ । ସେନ୍ତି ଅଇଲେ ସେ ମନ୍ କର୍ବାଟା ବୁଜିପାର୍ସା । ଆରି ଜନ୍ ଚଲାଚଲ୍ତି ତାର୍ ମୁଆଟେ ନିକ, ସିଦ୍ ଆରି ତାକେ ସାର୍ଦା କରାଇସି, ସେଟା ଜାନି ପାର୍ସା ।
ସେଟାର୍ପାଇ ଡୁବନ୍ ନେଲାପଚେ ଆମେ ତାର୍ ମରନେ ମିସି, ତାର୍ ସଙ୍ଗ୍ ତପି ଅଇଲୁଆଚୁ । ସେ ଜେନ୍ତାରି ବାବାର୍ ଡାକ୍ପୁଟା ବପୁ ସଙ୍ଗ୍ ଆରିତରେକ୍ ଉଟ୍ଲା, ଆମେ ମିସା ସେନ୍ତାରି ନୁଆ ଜିବନ୍ ପାଇକରି ଚଲାଚଲ୍ତି କର୍ବାର୍ ଆଚେ ।
ମୁନୁସର୍ ଚଲାଚଲ୍ତି ଇସାବେ ଗାଲେ ମରନର୍ ଦସା ଅଇସି, ସୁକଲ୍ଆତ୍ମାର୍ ଚାଲ୍ନା ଇସାବେ ଗାଲେ ଜିବନ୍ ଆରି ସାନ୍ତି ମିଲ୍ସି ।
ପର୍ମେସର୍ସେ ଆମ୍କେ ତିଆର୍ କଲା ଆଚେ । ତମେ କିରିସ୍ଟର୍ ସଙ୍ଗ୍ ମିସ୍ଲାର୍ପାଇ, ନିକ କାମ୍ କର୍ବାକେ ସେ ଆମ୍କେ ନୁଆ କଲା ଆଚେ । ଏଟା ଆଗ୍ତୁଆନି ସେ ଆମର୍ ପାଇ ମନ୍ କରି ରଇଲା ।
ନୁଆ ଚଲାଚଲ୍ତି ଆରାମ୍କରି ଆଚାସ୍ । ପର୍ମେସର୍ ତମ୍କେ ଦେଇରଇବା ଏ ନୁଆ ଚଲାଚଲ୍ତିତେଇ ତମେ ତାର୍ ବିସଇ ଅଦିକ୍ ଅଦିକ୍ ଜାନ୍ସା ଆରି ତାର୍ପାରା ଅଦିକ୍ ଅଦିକ୍ ଅଇଆଇସା ।
ପାପର୍ ଡଣ୍ଡେଅନି ସେ ଆମ୍କେ ମୁକ୍ଲାଇଲା । ଆମେ ଦରମ୍ କାମ୍ କଲାର୍ପାଇ ସେ ଆମ୍କେ ଏନ୍ତି କରେନାଇ । ମାତର୍ ସେ ଆମ୍କେ ଜିବନ୍ ଦୁକାଇ ଦୟା ଦେକାଇଲାକେସେ । ସୁକଲ୍ ଆତ୍ମା ଦେଇକରି ସେ ଆମ୍କେ ରକିଆ କଲା । ଜେକି ଆମର୍ ସବୁ ପାପ୍ ଦଇକରି ନୁଆ ଜିବନ୍ ଦେଲା ।
ସେଟାର୍ପାଇ ତମେ ନିଜର୍ ନିଜର୍ ମନେ ପର୍ମେସର୍ ମନ୍କଲାଟା ପୁରାପୁରୁନ୍ କର୍ବାକେ ଜାଗିରୁଆ । ଆରି ଜିସୁ କିରିସ୍ଟ ବାଉଡି ଆଇବା ବେଲାଇ ସେ ଜନ୍ ଆସିର୍ବାଦ୍ ତମ୍କେ ଦେଇସି, ସେଟା ମିଲ୍ସି ବଲି ପୁରାପୁରୁନ୍ ଆସା ଉଆ ।