ଏପିସିୟ 4:24 - ସତିଅର୍ ବାଟ୍ ନୁଆ ନିୟମ୍ 202024 ପର୍ମେସର୍ ତମ୍କେ ତାକର୍ ଗୁନ୍ଚଲନ୍ ପାରା ରଇବା ନୁଆ ଗୁନ୍ଚଲନ୍ ଦେଲାଆଚେ । ତେବର୍ପାଇ ସେ ରକାମ୍ ଚଲାଚଲ୍ତି କରା । ପୁରାପୁରୁନ୍ ଦରମ୍ ଅଇକରି ସୁକଲ୍ ଅଇରୁଆ । အခန်းကိုကြည့်ပါ။ |
ତାର୍ ମଇମା ଆରି ଦରମର୍ ଲାଗି ସେ ଆମ୍କେ ବେସି ବଡ୍ ଆରି ବେସି ମୁଲିଅ ରଇବା ଦାନ୍ ଦେଲାଆଚେ । କିରିସ୍ଟକେ ବିସ୍ବାସ୍ ନ କଲା ଲକ୍ମନ୍ ଜେନ୍ତିକି କାରାପ୍ ବିସଇ କର୍ବାକେ ମନ୍ କର୍ବାଇ, ସେନ୍ତାରି ମନ୍କର୍ବା ଟାନେଅନି ମୁକ୍ଲାଇବାକେ ସେ ଆମ୍କେ ଏନ୍ତାରି କଲାଆଚେ । ଏ ସବୁ ବିସଇ ତାକର୍ ମନ୍କେ ନସାଇସି । ମାତର୍ ତମେ ପର୍ମେସରର୍ ପାରା ଦରମ୍ ଅଇପାର୍ସା ।