ଏପିସିୟ 4:28 - ସତିଅର୍ ବାଟ୍ ନୁଆ ନିୟମ୍ 202028 ଜେ ଚରାଇତେ ରଇଲା, ସେ ଆରି ନ ଚର୍ ଅଅ । ମାତର୍ ନିଜେ ତାର୍ ଜିଉନା କାଉନାର୍ ପାଇ କାଇଆଲେ ନିକ କାମ୍ କର । ସେନ୍ତାର୍ଆଲେ ଅର୍କିତ୍ ଲକ୍ମନ୍କେ ଦେବାକେ ତାର୍ଟାନେ କାଇଟା ମିସା ରଇସି । အခန်းကိုကြည့်ပါ။ |
ମୁଇ ତକେ ଲେକିରଇବା ଏ ସବୁ ବିସଇ ସତ୍ ବଲି ମାନିଅଇସି । ତେବର୍ପାଇ ମୁଇ ତକେ ବାବୁଜିଆକରି କଇଲିନି, ତୁଇ ସିକାଇବାବେଲେ ଏ ସବୁ ବିସଇ ନ ପାସ୍ରି ଏତାଇତେ ର । ଜେନ୍ତାରିକି ପର୍ମେସର୍କେ ଜେତ୍କି ଲକ୍ ବିସ୍ବାସ୍ କର୍ବାଇ, ସେମନ୍ ସବୁ ଦରମ୍ କାମ୍ କର୍ବାକେ ମନ୍ଦିଆନ୍ ଦେବାଇ । ଏନ୍ତାରି ସିକିଆ ଦେଲେ ସବୁ ଲକର୍ପାଇ ସେଟା ନିକ ଆରି କାମ୍କେ ଆଇସି ।