ଏପିସିୟ 4:30 - ସତିଅର୍ ବାଟ୍ ନୁଆ ନିୟମ୍ 202030 ପର୍ମେସରର୍ ସୁକଲ୍ ଆତ୍ମାକେ ଦୁକ୍ ଦିଆସ୍ ନାଇ । ତାକେ ମୁକଲ୍ବା ଦିନ ଜାକ ଗଟେକ୍ ଚିନ୍ ଇସାବେ ସେ ତମ୍କେ ଦେଲାଆଚେ । အခန်းကိုကြည့်ပါ။ |
ମସାର୍ ନିୟମ୍ ନ ମାନ୍ବା ଗଟେକ୍ ଲକର୍ ଦସା ସେନ୍ତାରି ରଇଲେ, ପର୍ମେସରର୍ ପଅକେ ଇନ୍ କର୍ବା ଗଟେକ୍ ଲକର୍ ଦସା କେତେକ୍ ଅଦିକ୍ ନ ରଏ । ଜଦି ତାର୍ ରାଜିନାମାର୍ ବନିକେ କାଇ ମୁଲିଅ ନାଇ ବଲି ଏଲାକରିଦେଲେ, ଏ ବନିର୍ ଲାଗି ସେ ପାପେଅନି ସେ ସୁକଲ୍ ଅଇରଇଲା । ସେନ୍ତାରି କର୍ବା ଲକ୍ ପର୍ମେସରର୍ ଆତ୍ମା ଜେ କି ଜିବନ୍ ଦୁକାଇ ଦୟା ଦେକାଇସି, ତାକେ ମିସା ମନ୍ଦୁକ୍ କରାଇଲାନି । ତାର୍ ଡଣ୍ଡ୍ କେତେକ୍ ଅଦିକ୍ ନ ଅଏ ।