ଏପିସିୟ 4:31 - ସତିଅର୍ ବାଟ୍ ନୁଆ ନିୟମ୍ 202031 ସବୁ ରକାମର୍ କୁଟ୍ କାତା ଚିନ୍ତା କର୍ବାଟା, ରିସା ଅଇବାଟା,କିରଜାଟି କର୍ବାଟା, ନିନ୍ଦା କାତା କଇବାଟା, ଇଁସା ତଲା ଅଇବାଟା, ଏ ସବୁଜାକ ତମର୍ଟାନେ ଅନି ଦୁରିକେ ସଙ୍ଗୁଆ । အခန်းကိုကြည့်ပါ။ |
ମୁଇ ବେସି ଚିନ୍ତାଇ ଆଚି, ମୁଇ ତମର୍ ଟାନେ ଆଇଲାବେଲେ, ମନ୍ ନ କର୍ବା ଚଲାଚଲ୍ତି ତମର୍ ବିତ୍ରେ ଦେକ୍ବି ମିସା । ସେନ୍ତାରି ଅଇଲେ, ମୁଇ ତମ୍କେ ଦମ୍କାଇବାକେ ପଡ୍ସି ଆରି ସେଟା ତମେ ମନ୍ ନ କରାସ୍ । ତେଇ କେତେଟା ଜୁଜିଆଲ୍ମନ୍, ଇଁସ୍ଲିଆମନ୍, ଦାପ୍ରେ ରିସା ଅଉମନ୍, ନିଜର୍ ବିସଇ ଦେକାଇ ଅଉମନ୍, ତାର୍ ବାଇମନ୍କେ ନିନ୍ଦା କରୁମନ୍, ତିପ୍ଲିଆମନ୍, ବଡ୍ପନିଆମନ୍, ଆରି ବିସ୍ବାସିମନ୍ ଗଟେକ୍ ମନ୍ ନ ଅଇଲାଟା ଦେକ୍ବି ।
ଏ ମର୍ ବାଇବଇନିମନ୍, ନିଜର୍ ନିଜର୍ ବିତ୍ରେ କୁଟ୍ କାତା କୁଆ ନାଇ । ଜଦି ବିସ୍ବାସି ବାଇମନର୍ ବିରୁଦେ କୁଟ୍ କାତା କଇ ତାକେ ଦସ୍ ଦେଇସା, ତମେ ପର୍ମେସରର୍ ନିୟମ୍ ବିରୁଦେ କାତା ଅଇଲାସ୍ନି । ଆରି ତାର୍ ନିୟମ୍କେ ବିଚାର୍ କଲାସ୍ନି । ପର୍ମେସରର୍ ନିୟମ୍ ବିଚାର୍ କଲେ, ତମେ ତାର୍ ଆଦେସ୍ ମାନାସ୍ ନାଇ । ମାତର୍ ବିଚାର୍କାରିଆ ଇସାବେ ରଇଲାସ୍ନି ।
ତାର୍ପଚେ ସର୍ଗେ ଗଟେକ୍ ଜବର୍ ସବଦ୍ ଅଇବାଟା ମୁଇ ସୁନ୍ଲି । ସେ ସବଦ୍ କଲା “ଏବେ ଲକ୍ମନର୍ପାଇ ଅଇରଇବା ପର୍ମେସରର୍ ମୁକ୍ତି ସିଦ୍ ଅଇଲାଆଚେ । ରାଜା ଇସାବେ ତାର୍ ବପୁ ସେ ଦେକାଇଆଚେ । ତାର୍ ମସିଅ, ତାର୍ ଅଦିକାର୍ ଦେକାଇଲା ଆଚେ ।” କାଇକେବଇଲେ, ଜେ କି ପର୍ମେସରର୍ ମୁଆଟେ ଟିଆଅଇ ଆମର୍ ବାଇବଇନିମନ୍କେ ଦସ୍ ଦେଇତେରଇଲା, ତାକେ ସର୍ଗେଅନି ବାର୍କରାଇ ଦେଲାଆଚେ ।