8 ତେବର୍ ପାଇ ସାସ୍ତରେ ଲେକାଅଇଲା ଆଚେ, “ସେ ତାର୍ ସତ୍ରୁମନ୍କେ ଆରାଇକରି ଜେଡେବେଲେ ଉଁଚ୍ ରଇବା ଜାଗାଇ ଗାଲା, ତାର୍ ଆରାଇ ରଇବା ସତ୍ରୁମନ୍କେ ବାନ୍ଦିକରି ନେଲା ଆରି ତାର୍ ଦାନ୍ ବିନ୍ ବିନ୍ ଲକ୍କେ ଦେଲା ।
ସେ ଆକା କେତେ ଲକ୍ମନ୍କେ ପେରିତ୍ ଅଇବାକେ, କେତେଲକ୍କେ ବବିସତ୍ କାତା କଇବାକେ, କେତେଲକ୍କେ ସୁବ୍କବର୍ ଜାନାଇବାଟା ଅଇବାକେ, କେତେଲକ୍କେ ମଣ୍ଡଲି ଚାଲାଇବାକେ ଆରି କେତେଲକ୍କେ ସିକାଇବାକେ ବପୁ ଦେଇ ବାଚ୍ଲାଆଚେ ।
ସାସନ୍ କରି ଅଦିକାରେ ରଇବା ସବୁ କାରାପ୍ ଆତ୍ମାମନ୍କେ ସେ ଆରାଇଲା । କିରିସ୍ଟ କୁରୁସ୍କାଟେ ମଲାକେ, ସେ ସବୁ ସାସନ୍କାରିଆମନ୍କେ ଆରାଇଲା ବଲି ଦେକାଇଲା ।