14 କାଇକେବଇଲେ ଉଜଲର୍ ସବୁ ବିସଇ ଉଜଲ୍ସେ । ସେଟାର୍ ପାଇ ଏନ୍ତାରି ଲେକାଅଇଲାଆଚେ, “ଏ ଗୁନେରାମନ୍ ଉଟା, ମଲାପାରା ନ ରଇକରି ଜିବନ୍ ରୁଆ, କିରିସ୍ଟ ତମ୍କେ ଉଜଲ୍ ଦେଇସି ।”
ଆମର୍ ପାଦ୍ ସାନ୍ତିର୍ ବାଟେ ଆନ୍ବାକେ, ଆମର୍ ପର୍ମେସରର୍ ଆଲାଦର୍ ଦୟାର୍ଲାଗି, ଆମର୍ପାଇ ସର୍ଗେଅନି ବେଲ୍ ତାରାସ୍ସି ।
କାଇକେ ବଇଲେ ମର୍ ପିଲା ମରିଜାଇରଇଲା, ଆରି ଏବେ ଜିବନ୍ ଅଇଲା ଆଚେ । ସେ ଆଜିଜାଇ ରଇଲା ଏବେ ମିଲ୍ଲା ଆଚେ ।” ସେଟାର୍ପାଇ ସେମନ୍ ବଜି କର୍ବାର୍ ବସ୍ଲାଇ ।
ଜିସୁ ଆରିତରେକ୍ ପାରୁସିମନ୍କେ କଇଲା, “ମୁଇସେ ଏ ଦୁନିଆର୍ ଉଜଲ୍ । ଜନ୍ ଲକ୍ ମର୍ ପଚେ ପଚେ ଆଇସି, ସେ ଜିବନର୍ ଉଜଲ୍ ପାଇସି । ଆରି କେବେ ମିସା ଆନ୍ଦାରେ ନ ରଏ ।”
ମୁଇ ଜେତେ ଦିନ୍ ଜାକ ଏ ଦୁନିଆଇ ରଇବି ସେତ୍କି ଦିନ୍ ଜାକ ଏ ଦୁନିଆର୍ ଉଜଲ୍ ।”
କାଇକେ ବଇଲେ ମାପ୍ରୁ ଆମ୍କେ ଏ ଆଦେସ୍ ଦେଲା ଆଚେ ।” ଆନ୍ଦାରେ ଉଜଲ୍ ଅଇଲାପାରା ଜିଉଦି ନ ଅଇଲା ଲକ୍ମନ୍କେ ମର୍ ବିସଇ ଜାନାଇବାକେ ମୁଇ ତମ୍କେ ବାଚିଆଚି । ଜେନ୍ତାରି କି ମୁଇ ସେମନ୍କେ ରକିଆ କରି ପାର୍ବି ବଲି ଦୁନିଆର୍ ସବୁ ଲକ୍ମନ୍କେ ତମେ କଇପାରାସ୍ ।
କାରାପ୍ କାମର୍ ଲାଗି ଆମର୍ ଗାଗଡର୍ କଣ୍ଡେକ୍ ବାଗ୍ ମିସା ପାପ୍ କର୍ବାକେ ଦିଆସ୍ନାଇ । ମାତର୍ ଦରମ୍ କାମ୍ କର୍ବାପାଇ ତମର୍ ଗୁଲାଇ ଗାଗଡ୍ ତାକେ ସର୍ପି ଦିଆସ୍ । ପର୍ମେସର୍ ତମ୍କେ ମରନେଅନି ଜିବନ୍ କରି ଆନ୍ଲାଆଚେ ।
ଟିକ୍ସଙ୍ଗ୍ ଚିନ୍ତା କରା । ତମର୍ ପାପର୍ ଚଲାଚଲ୍ତି କର୍ବାଟା ଚାଡିଦିଆସ୍ । କାଇକେବଇଲେ ପର୍ମେସର୍କେ ନାଜାନ୍ଲା କେତେକ୍ ଲକ୍ ତମର୍ ବିତ୍ରେ ଆଚତ୍ । ଏଟା ମୁଇ ତମ୍କେ ଲାଜ୍ କରାଇବାକେ କଇଲିନି ।
ପର୍ମେସର୍ ଜେ କି କଇଲା “ଉଜଲ୍ ଆନ୍ଦାରେ ଅନି ଉଜଲ୍ ଦେଇସି ।” ସେ ସମାନ୍ ପର୍ମେସର୍ କିରିସଟର୍ ମୁଏ ଅନି ତାର୍ ଉଜଲ୍ ଆମର୍ ବିତ୍ରେ ଉଜଲ୍ କରାଇଲା । ଜେନ୍ତାରି କି କିରିସ୍ଟ ତେଇ ରଇବା ପର୍ମେସରର୍ ମଇମା, ଆମେ ବୁଜି ପାର୍ବୁ ।
ଆଗ୍ତୁ ତମର୍ ପାପର୍ ଲାଗି, ତମେ ଆତ୍ମାଇ ମରି ରଇଲାସ୍ ।
ସେଟାର୍ପାଇ ଆମ୍କେ କିରିସ୍ଟର୍ ସଙ୍ଗ୍ ଜିବନ୍ କଲାଆଚେ, ସେ ଜିବନ୍ ଦୁକାଇଲାକେ ତମେ ମୁକ୍ତି ପାଇ ଆଚାସ୍ ।
କିରିସ୍ଟର୍ ସଙ୍ଗ୍ ମରିରଇଲାର୍ ପାଇ ଆରି ତାର୍ ସଙ୍ଗ୍ ନୁଆଜିବନ୍ ପାଇ ପର୍ମେସର୍ ତମ୍କେ ଉଟାଇଲାର୍ପାଇ ସର୍ଗେ ରଇବା ବିସଇ ଦେକ୍ତେରୁଆ । ତେଇ କିରିସ୍ଟ ପର୍ମେସରର୍ ଉଜାବାଟେ ବସିଆଚେ ।
ତେବେ ଆସା, ଆମେ ବିନ୍ ଲକ୍ମନର୍ ପାରା ଗୁନି ଗୁନି କରି ନ ରଉଁ । ଚେତା ଅଇକରି ଜାଗ୍ରତ୍ସଙ୍ଗ୍ ରଉଁ ।
ଆରି ଏବେ ସେ ଜିବନ୍ ଦୁକାଇ ଦୟା ଦେକାଇଲାଟା, ପର୍ମେସର୍ ଆମ୍କେ ଜାନାଇଆଚେ । ଏଟା ଆମର୍ ରକିଆକାରି ଜିସୁକିରିସ୍ଟ ଜେ କି ଆମର୍ଟାନେ ଆଇଲା । ମରନର୍ ବପୁକେ ସେ କୁରୁପ୍ନାସ୍ କଲା । ଆରି ସୁବ୍ କବର୍ ଜାନ୍ଲାର୍ପାଇ ନ ସାର୍ବା ଜିବନ୍ ପାଇବାକେ ସେ ଆମ୍କେ ବାଟ୍ ଦେକାଇଲା ।
ତାର୍ ଚିନ୍ତା କର୍ବାଟାନେ ସେମନ୍ ସତ୍ ବିସଇ ଅଇସି କି ନାଇ ବଲି ନ ବାବିକରି ରଇବାର୍ । ତାର୍ ମନ୍ କଲାଟା ପୁରାପୁରୁନ୍ କର୍ବାକେ ସଇତାନ୍ ସେମନ୍କେ ବନ୍ଦିକରି ନେଲାଆଚେ । ତାର୍ ପାନ୍ଦେଅନି ସେମନ୍ ରକିଆ ପାଅତ୍ ।