ଏପିସିୟ 5:15 - ସତିଅର୍ ବାଟ୍ ନୁଆ ନିୟମ୍ 202015 ତେବେ ତମର୍ ଚଲାଚଲ୍ତି କର୍ବାଟାନେ ଜାଗ୍ରତ୍ ରୁଆ । ବକୁଆ ଲକ୍ମନର୍ପାରା ନ ଅଇ ବୁଦିରଇବା ଲକର୍ପାରା ରୁଆ । အခန်းကိုကြည့်ပါ။ |
ସବୁର୍ଟାନେଅନି ମୁକିଅ ବିସଇ ଅଇଲାନି ଏଟା । କିରିସ୍ଟର୍ ସୁବ୍ କବର୍ ବିସ୍ବାସ୍ କର୍ବା ଲକ୍ମନ୍ କେନ୍ତାରି ଚଲାଚଲ୍ତି କର୍ବାର୍ଆଚେ, ତମେ ସେନ୍ତାରି କରା । ମୁଇ ତମ୍କେ ଦେକ୍ବାର୍ ଆଇଲେମିସା, କି ତମର୍ଟାନେଅନି ଦୁରିକେ ରଇ ଅବ୍କା ସୁନିପାର୍ଲେ ମିସା ଏନ୍ତାରି ଜିଇତେରୁଆ । ଏଟାର୍ଲାଗି ତମେ ସବୁ ଗଟେକ୍ ମନ୍ ଅଇ ମିସିଆଚାସ୍ ବଲି ମୁଇ ଜାନିପାର୍ବି । ଜନ୍ ଲକ୍ମନ୍ ସୁବ୍ କବରର୍ ବିରୁଦେ ଦଦାପେଲା କଲାଇନି, ତାକର୍ ମୁଆଟେ କିରିସ୍ଟର୍ ସୁବ୍କବର୍ ଦେକାରକା କର୍ବାକେ ତମେ ସବୁ ଗଟେକ୍ ଅଇ ଟିଆଅଇଲାସ୍ନି ବଲି ମୁଇ ଜାନ୍ବି ।
କେତେ କେତେ ଲକ୍ ସାଉକାର୍ ଅଇବାକେ ଏନ୍ତି ମନ୍ କର୍ବାଇଜେ, ସେମନର୍ ଜିବନେ କାଇ ପରିକା ଆଇଲେ ମିସା ତେଇ ଅଦର୍ବାଇ । ଗଟେକ୍ ପସୁ ପାରା ପାନ୍ଦେ ଲାଗ୍ବାଇ । ଜେତ୍କି ବିସଇ ତାକର୍ପାଇ ଆରି ବିନ୍ ଲକର୍ ପାଇ କାରାପ୍ ଆରି ବିପଦ୍ ଆନ୍ସି, ସେ ସବୁ ବିସଇ କର୍ବାକେ ମନ୍ କର୍ବାଇ । ଏନ୍ତାରି ମନ୍ କର୍ବାଟା ଅଦିକ୍ ଅଦିକ୍ ବାବି, ସେମନ୍ କୁରୁପ୍ନାସ୍ ଅଇଜିବାଇ ।
ମୁଇ ତାକେ ଜୁଆର୍ କର୍ବି ବଲି ତାର୍ ଗଡେ ଡାଣ୍ଡାସନ୍ ପଡ୍ଲି, ମାତର୍ ସେ ମକେ କଇଲା, “ନିଚୁ, ମୁଇ ଆରି ତର୍ ସଙ୍ଗର୍ ବିସ୍ବାସି ବାଇମନ୍ ଜେତ୍କି ଲକ୍ ଆମେ ସବୁ ଜିସୁ ଜାନାଇରଇବା ସତ୍ ଦାରିଆଚୁ, ଆମେ ସବୁ ଅବ୍କା ଦାଙ୍ଗ୍ଡାମନ୍, ପର୍ମେସର୍କେ ଜୁଆର୍ କରା । କାଇକେବଇଲେ ଜିସୁ ଜନ୍ ସତ୍ ଜାନାଇଆଚେ, ସେଟାସେ ବବିସତ୍ ବକ୍ତାମନ୍କେ କାତାଅଇବାକେ ବପୁଦେଲାଆଚେ ।”