16 ସବୁବେଲେ ନିକ କାମ୍ କର୍ବାକେ କଜ୍ତେ ରୁଆ । କାଇକେବଇଲେ ଏ ଜୁଗର୍ ଲକ୍ମନ୍ ବେସି କାରାପ୍ ଆଚତ୍ ।
ସେନ୍ତାରି ଦୁଇ ଅଜାର୍ଟା ନେଇରଇଲା ଚାକର୍ ମିସା ଆରି ଦୁଇ ଅଜାର୍ ଲାବ୍କଲା ।
ଜିସୁ ସେମନ୍କେ କଇଲା, “ଏବେ ତମର୍ ମୁଆଟେ ଜନ୍ ଉଜଲ୍, ଉଜଲ୍ ଦେଲାନି, ସେଟା ଚନେକର୍ପାଇସେ ରଇସି । ଜନ୍ ଜାଗାଇ ଜିବାର୍ ଆଚେ, ଉଜଲ୍ ରଇତେ ଆକା ଇଣ୍ଡା । ସେନ୍ତାର୍ଆଲେ ତମ୍କେ ଆନ୍ଦାର୍ ନ ଡାବେ । ଆନ୍ଦାରେ ରଇବା ଲକ୍ କେନେ ଗାଲାନି ସେଟା ନାଜାନେ ।
ଏବେ ତମେ ଏଟା କର୍ବାର୍ ଆଚେ । କାଇକେବଇଲେ ବେଲା କେଟ୍ଲାଆଚେ । ଆମେ ସଇରଇବା ଲକର୍ପାରା ନ ଅଇକରି ଚେତା ଅଇ ଜାଗ୍ରତ୍ ଅଇରଇବାର୍ ଆଚେ । ବିସ୍ବାସ୍ କର୍ବା ବେଲା ଆଗ୍ତୁ ରଇଲେ ମିସା ଆମର୍ ମୁକ୍ତି ପାଇବା ଦିନ୍ ଲଗେ ଅଇଆଚେ ।
ଏବର୍ ଦୁକ୍ କସ୍ଟର୍ ବେଲା ଏତାଇଲେ, ମୁଇ ବାବ୍ଲିନି ଗଟେକ୍ ଲକ୍ ଜେନ୍ତାରି ଆଚେ, ସେନ୍ତାରିସେ ରଇବା ଦର୍କାର୍ ।
ଏବେ ଏ ପାପ୍ ବର୍ତି ଅଇରଇବା ଜଗତେଅନି ଆମ୍କେ ଉଦାର୍ କର୍ବାକେ ଆମର୍ ବାବା ପରମେସର୍ ମନ୍ କଲାଟା, ମାନିକରି କିରିସ୍ଟ ଆମର୍ ପାପର୍ ପାଇ ନିଜ୍କେ ସର୍ପିଦେଲା ।
ସେନ୍ତି ବଇଲେ ଜେତେକ୍ ତର୍ ବେଲା ପାଇଲୁନି, ସବୁବେଲା ସବୁର୍ସଙ୍ଗ୍, ଜନ୍ଲକ୍ମନ୍ ଆମର୍ ବିସ୍ବାସି କୁଟୁମେ ମିସ୍ଲାଇ ଆଚତ୍, ସେମନର୍ ପାଇ ନିମାନ୍ କର୍ବାର୍ ଆମର୍ ଦାଇତ୍ ।
ତେବର୍ପାଇ ପର୍ମେସର୍ ଦେଇରଇବା ସବୁରକାମ୍ ଜୁଜ୍ବା ଆତ୍ ଆତିଆର୍ ଗଟେକ୍ ସନିଅ ପିନ୍ଦ୍ଲାପାରା ପନ୍ଦିକରି ସାଜାଡା । ସେନ୍ତାର୍ ରଇଲେ ସଇତାନ୍ ଆରି ତାର୍ କାରାପ୍ ଆତ୍ମାମନ୍ ତମ୍କେ ଜୁଜ୍ଲାବେଲେ ସେମନ୍କେ ତମେ ବିରଦ୍ କରି ପାରାସ୍ । ଜୁଇଦର୍ପାଇ ସବୁ ରକାମ୍ଟା ସାଜାଡି ରଇଲେ ତମେ ପଚେ ନ ଗୁଚିକରି ଟିଆଅଇ ପାର୍ସା ।
ସୁବ୍କବରେଅନି ଆଇବା ସାନ୍ତିର୍ ପାଣ୍ଡଇ ପିନ୍ଦି ସାଜାଡି ଉଆ ।
ମାପ୍ରୁ ଜିସୁକିରିସ୍ଟକେ ବିସ୍ବାସ୍ ନ କଲା ଲକ୍ମନର୍ତେଇ ଜାଗ୍ରତ୍ ସଙ୍ଗ୍ ଚଲାଚଲ୍ତି କରା । ତମେ ମିଲାଇରଇବା ସବୁ ବେଲା ବୁଦିର୍ ସଙ୍ଗ୍ କରା ।