ଏପିସିୟ 5:19 - ସତିଅର୍ ବାଟ୍ ନୁଆ ନିୟମ୍ 202019 ଗିତ୍ ସଙ୍ଗିତାର୍ ଗିତ୍, ଆତ୍ମାଇ ଅନି ଆଇବା ବିନ୍ ଗିତ୍ମନ୍, ତମର୍ ବିତ୍ରେ କୁଆକୁଇ ଉଆ । ଗିତ୍ କଇକରି ନିଜେ ନିଜେ ମନ୍ବିତ୍ରେ ମାପ୍ରୁକେ ଡାକ୍ପୁଟା କରା । အခန်းကိုကြည့်ပါ။ |
ଏ ବାଇବଇନିମନ୍, ମର୍ କଇବା କାତା ଅଇଲାନି, ତମେ ଉପାସନା କର୍ବାକେ ରୁଣ୍ଡ୍ଲା ବେଲାଇ ଏନ୍ତାରି କରା । ତମର୍ ବିତ୍ରେଅନି କାକେ କାକେ ଗିତ୍ ଆଚେ, କାକେ କାକେ, ସିକିଆ ଦେବାଟା ଆଚେ, ଆରି କାକେ କାକେ ପର୍ମେସରର୍ ଟାନେ ଅନି କାତା ପାଇ, ସେଟା ଜାନାଇବାଟା ଆଚେ, କି ନାଜାନ୍ଲା ବାସାଇ କାତା କଇବାଟା ଆଚେ, ଆରି କାକେ କାକେ ନାଜାନ୍ଲା ବାସାଇ କଇଲା କାତାର୍ ଅରତ୍ ବୁଜାଇବା ବପୁ ଆଚେ, ଏନ୍ତି କାଇଟା ନଇଲେ କାଇଟା ଆଚେ । ଏଟା ସବୁ ଅଇସି, ତେବେ ମଣ୍ଡଲିର୍ ବିସ୍ବାସି ମନର୍ ବିସ୍ବାସ୍ ଡାଁଟ୍ ଅଇସି ।