ଏପିସିୟ 5:2 - ସତିଅର୍ ବାଟ୍ ନୁଆ ନିୟମ୍ 20202 ଜେନ୍ତାର୍ କି କିରିସ୍ଟ ଆମ୍କେ ଆଲାଦ୍ କରି ଆମର୍ ପାଇ ମରି ରଇଲା । ଗଟେକ୍ ସୁନ୍ଦର୍ ବାସ୍ନା ଅଇବା ବଲି ପାରା ସେ ତାର୍ ଜିବନ୍ ପର୍ମେସର୍କେ ସର୍ପିଦେଲା । အခန်းကိုကြည့်ပါ။ |
ଏଟା ଜଦି ଲକ୍ମନର୍ ଗାଗଡ୍ ଦଇପାର୍ଲା, ସେନ୍ତାର୍ଆଲେ କିରିସ୍ଟର୍ ବନିସଙ୍ଗ୍ ଆରି କେତେକ୍ ଅଦିକ୍ କରିଅଇସି ? ନ ସାର୍ବା ଆତ୍ମାର୍ପାଇ ସେ ନିଜେ ପରମେସରର୍ ସାଇଜ ନେଇ, କାଇ ପାପ୍ଦସ୍ ନ ଅଇତେ ବିରୁ ଇସାବେ ନିଜ୍କେ ପୁରାପୁରୁନ୍ ସର୍ପି ଦେଲାଆଚେ । ତାର୍ ବନିର୍ଲାଗି ବାନିଆ ରିତିନିତି କାମେଅନି ଜିତି କରି ଆମର୍ ବିବେକ୍ ସୁକଲ୍ ଅଇସି । ଆରି ଆମେ ସତଇସେ ଜିବନ୍ ରଇଲା ପରମେସରର୍ ସେବା କର୍ବା ଅଦିକାର୍ ପାଇଆଚୁ ।