ଏପିସିୟ 5:21 - ସତିଅର୍ ବାଟ୍ ନୁଆ ନିୟମ୍ 202021 କିରିସ୍ଟର୍ପାଇ ରଇବା ତମର୍ ସନ୍ମାନର୍ ଲାଗି, ତମର୍ ତମର୍ ବିତ୍ରେ ସର୍ପାସର୍ପି ଉଆ । အခန်းကိုကြည့်ပါ။ |
ତମର୍ ମୁକିଅ ଲକ୍ମନର୍ କାତା ମାନିକରି ଆଦେସ୍ ଦେଲାଟା କରା । ସେମନ୍ ଜାଗୁଆଲ୍ମନର୍ ପାରା ନ ତାକିକରି ତମର୍ ଆତ୍ମାମନ୍କେ ଜତନ୍ କଲାନି । କାଇକେବଇଲେ ସେମନ୍କେ ତାକର୍ କରିରଇବା କାମ୍ ପର୍ମେସର୍ କେ ଇସାବ୍ ଦେବାକେ ପଡ୍ସି । ତମେ ଜଦି ତାକର୍ କାତା ମାନ୍ସା, ସେମନ୍ ସାର୍ଦା ସଙ୍ଗ୍ ସେବା କାମ୍ କର୍ବାଇ । ତମେ ତାକର୍ କାତା ନ ମାନ୍ଲେ, ସେମନ୍ ଦୁକ୍ ଅଇବାଇ । ତେବେ ତମ୍କେ କାଇ ସାଇଜ ନଏଁ ।