22 ଏ ମାଇଜିମନ୍ ତମେ ଜେନ୍ତାର୍ ମାପ୍ରୁକେ ସର୍ପିଅଇ ଆଚାସ୍, ସେନ୍ତାରି ତମର୍ ନିଜର୍ ନିଜର୍ ମୁନୁସ୍କେ ମିସା ସର୍ପି ଉଆ ।
ତମେ ମଣ୍ଡଲି ଇସାବେ ରୁଣ୍ଡ୍ଲା ବେଲେ, ମାଇଜିମନ୍ ଚୁପ୍ଚାପ୍ ଅଇରଇବାର୍ ଆଚେ । ତେଇ ସେମନ୍ କାତା କଇବାକେ ସେମନ୍କେ ଆଦେସ୍ ମିଲେନାଇ । ଜିଉଦି ନିୟମ୍ ଇସାବେ ସେମନ୍ ମନସ୍ ପିଲାର୍ ତଲିଆ ରଇବାର୍ ଆଚେ ।
ଏ ମାଇଜିମନ୍ ତମେ ଜେନ୍ତାର୍ ମାପ୍ରୁକେ ସର୍ପିଅଇ ଆଚାସ୍, ସେନ୍ତାରି ତମର୍ ନିଜର୍ ନିଜର୍ ମୁନୁସ୍କେ ମିସା ସର୍ପି ଉଆ ।
ଏ ଗତିଦାଙ୍ଗ୍ଡାମନ୍, ଏ ଜଗତେ ରଇବା ସାଉକାର୍ମନର୍ କାତା ମାନିକରି ରୁଆ । ସେମନ୍କେ ସନ୍ମାନ୍ ଦେଇ, ପୁରାପୁରୁନ୍ ମନ୍ ସଙ୍ଗ୍ ନାମିକରି ରୁଆ । ଜେନ୍ତାରି କି ତମେ କିରିସ୍ଟକେ ନାମିକରି ରଇସା ।
କିରିସ୍ଟର୍ ସଙ୍ଗ୍ ମରିରଇଲାର୍ ପାଇ ଆରି ତାର୍ ସଙ୍ଗ୍ ନୁଆଜିବନ୍ ପାଇ ପର୍ମେସର୍ ତମ୍କେ ଉଟାଇଲାର୍ପାଇ ସର୍ଗେ ରଇବା ବିସଇ ଦେକ୍ତେରୁଆ । ତେଇ କିରିସ୍ଟ ପର୍ମେସରର୍ ଉଜାବାଟେ ବସିଆଚେ ।
ଏ ମାଇଜିମନ୍, ତମେ ନିଜର୍ ନିଜର୍ ମୁନୁସ୍ମନର୍ କାତା ମାନିକରି ରୁଆ । ଜିସୁ କିରିସ୍ଟର୍ ସଙ୍ଗ୍ ମିସିରଇଲାର୍ ପାଇ ଏନ୍ତାରି କର୍ବାଟା ନିକ ।
ନିଜେ ଜାଗ୍ରତ୍ ଅଇକରି ମୁନୁସ୍ମନ୍କେ ସୁକଲ୍ ଚଲାଚଲ୍ତି କରି, ନିଜର୍ ଗର୍ଦୁଆର୍ ଚାଲାଇକରି, ବିନ୍ ଲକ୍ମନ୍କେ ଦୟା ଦେକାଇକରି ଆରି ନିଜର୍ ମୁନୁସର୍ କାତା ମାନିକରି ରଇବାକେ ସିକା । ସେନ୍ତାର୍ କଲେ ପର୍ମେସର୍ ଆମ୍କେ ସର୍ପି ଦେଲା କବର୍ କେ ମିସା ନିନ୍ଦା ନ କରତ୍ ।