ଏପିସିୟ 5:26 - ସତିଅର୍ ବାଟ୍ ନୁଆ ନିୟମ୍ 202026 କିରିସ୍ଟ ପର୍ମେସରର୍ ବାକିଅ ସଙ୍ଗ୍ ଆରି ପାନିସଙ୍ଗ୍ ଦଇକରି ମଣ୍ଡ୍ଲିକେ ସୁକଲ୍ କଲା । အခန်းကိုကြည့်ပါ။ |
ମସାର୍ ନିୟମ୍ ନ ମାନ୍ବା ଗଟେକ୍ ଲକର୍ ଦସା ସେନ୍ତାରି ରଇଲେ, ପର୍ମେସରର୍ ପଅକେ ଇନ୍ କର୍ବା ଗଟେକ୍ ଲକର୍ ଦସା କେତେକ୍ ଅଦିକ୍ ନ ରଏ । ଜଦି ତାର୍ ରାଜିନାମାର୍ ବନିକେ କାଇ ମୁଲିଅ ନାଇ ବଲି ଏଲାକରିଦେଲେ, ଏ ବନିର୍ ଲାଗି ସେ ପାପେଅନି ସେ ସୁକଲ୍ ଅଇରଇଲା । ସେନ୍ତାରି କର୍ବା ଲକ୍ ପର୍ମେସରର୍ ଆତ୍ମା ଜେ କି ଜିବନ୍ ଦୁକାଇ ଦୟା ଦେକାଇସି, ତାକେ ମିସା ମନ୍ଦୁକ୍ କରାଇଲାନି । ତାର୍ ଡଣ୍ଡ୍ କେତେକ୍ ଅଦିକ୍ ନ ଅଏ ।
ଏଟା ଜଦି ଲକ୍ମନର୍ ଗାଗଡ୍ ଦଇପାର୍ଲା, ସେନ୍ତାର୍ଆଲେ କିରିସ୍ଟର୍ ବନିସଙ୍ଗ୍ ଆରି କେତେକ୍ ଅଦିକ୍ କରିଅଇସି ? ନ ସାର୍ବା ଆତ୍ମାର୍ପାଇ ସେ ନିଜେ ପରମେସରର୍ ସାଇଜ ନେଇ, କାଇ ପାପ୍ଦସ୍ ନ ଅଇତେ ବିରୁ ଇସାବେ ନିଜ୍କେ ପୁରାପୁରୁନ୍ ସର୍ପି ଦେଲାଆଚେ । ତାର୍ ବନିର୍ଲାଗି ବାନିଆ ରିତିନିତି କାମେଅନି ଜିତି କରି ଆମର୍ ବିବେକ୍ ସୁକଲ୍ ଅଇସି । ଆରି ଆମେ ସତଇସେ ଜିବନ୍ ରଇଲା ପରମେସରର୍ ସେବା କର୍ବା ଅଦିକାର୍ ପାଇଆଚୁ ।