ଏପିସିୟ 5:27 - ସତିଅର୍ ବାଟ୍ ନୁଆ ନିୟମ୍ 202027 ମଣ୍ଡଲିକେ ତାର୍ ମୁଆଟେ ଆନ୍ଲାବେଲେ, ମଣ୍ଡଲି ଜେନ୍ତାରି କି, କାଇ ମୁର୍କି ନ ଅଇତେ, ଅସୁକଲ୍ ନଇତେ, କାଇ ଦସ୍ ନ ଅଇତେ ରଇ, ତାର୍ ବାଦୁଲେ ସୁକଲ୍ ଆରି ସିଦ୍ କାରାଇ ତାକେ ଟିଆ କରାଇସି । အခန်းကိုကြည့်ပါ။ |
ଏଟା ଜଦି ଲକ୍ମନର୍ ଗାଗଡ୍ ଦଇପାର୍ଲା, ସେନ୍ତାର୍ଆଲେ କିରିସ୍ଟର୍ ବନିସଙ୍ଗ୍ ଆରି କେତେକ୍ ଅଦିକ୍ କରିଅଇସି ? ନ ସାର୍ବା ଆତ୍ମାର୍ପାଇ ସେ ନିଜେ ପରମେସରର୍ ସାଇଜ ନେଇ, କାଇ ପାପ୍ଦସ୍ ନ ଅଇତେ ବିରୁ ଇସାବେ ନିଜ୍କେ ପୁରାପୁରୁନ୍ ସର୍ପି ଦେଲାଆଚେ । ତାର୍ ବନିର୍ଲାଗି ବାନିଆ ରିତିନିତି କାମେଅନି ଜିତି କରି ଆମର୍ ବିବେକ୍ ସୁକଲ୍ ଅଇସି । ଆରି ଆମେ ସତଇସେ ଜିବନ୍ ରଇଲା ପରମେସରର୍ ସେବା କର୍ବା ଅଦିକାର୍ ପାଇଆଚୁ ।