28 ସେନ୍ତାରିସେ ମୁନୁସ୍ମନ୍ ନିଜର୍ ଗାଗଡ୍କେ ଜତନ୍ କରି ଆଲାଦ୍ କଲାପାରା ନିଜର୍ ମାଇଜିମନ୍କେ ସେନ୍ତାରି କରା । ଜେ ନିଜର୍ ମାଇଜିକେ ଆଲାଦ୍ କର୍ସି, ସେ ନିଜ୍କେ ମିସା ଆଲାଦ୍ କର୍ସି ।
ସେଡେବେଲେ ମାପ୍ରୁ କଇରଇଲା, ଏଟାର୍ ପାଇ ବଲି ମୁନୁସ୍, ତାର୍ ଆୟା ବାବାର୍ତେଇ ଅନି ବିନେ ଅଇସି ଆରି ସେମନ୍ ଦୁଇ ଲକ୍ ଗଟେକ୍ ଅଇବାଇ ।
ଏ ମୁନୁସ୍ମନ୍, କିରିସ୍ଟ ଜେନ୍ତାର୍ ମଣ୍ଡ୍ଲିକେ ଆଲାଦ୍ କରି, ତାକେ ସୁକଲ୍ କର୍ବାକେ ନିଜେ ସର୍ପିଅଇଲା, ସେନ୍ତାରିସେ ତମେ ମିସା ନିଜର୍ ମାଇଜିମନ୍କେ ଆଲାଦ୍କରା ।
କେ ମିସା କେବେ ନିଜର୍ ଗାଗଡ୍କେ ଗିନ୍ ନ କରେ । ମାତର୍ ତାର୍ପାଇ ଦୁଆପୁଚା କରି କାଦି କୁଆଇସି । ଜେନ୍ତାରି କି କିରିସ୍ଟ ତାର୍ ମଣ୍ଡଲିର୍ ପାଇ ଜତନ୍ କଲାନି ।
ଏଟାର୍ପାଇ ଦରମ୍ ସାସ୍ତରେ ଲେକାଅଇଆଚେ ମୁନୁସ୍ ତାର୍ ନିଜର୍ ଆୟା ବାବାକେ ଚାଡି ନିଜର୍ ମାଇଜିର୍ ସଙ୍ଗ୍ ମିସି ଜାଇସି । ଆରି ସେ ଦୁଇଲକ୍ ମିସି ଗଟେକ୍ ଅଇବାଇ ।
ସାରାସାରି ତମେ ଗଟେକ୍ ଗଟେକ୍ ଲକ୍ ନିଜେ ନିଜେ ଆଲାଦ୍ ଅଇଲାପାରା ନିଜର୍ ନିଜର୍ ମାଇଜିକେ ସେନ୍ତାରି କର୍ବାର୍ ଆଚେ । ଆରି ମାଇଜିମନ୍ ତାକର୍ ମୁନୁସ୍ମନ୍କେ ସନ୍ମାନ୍ ଦେବାର୍ ଆଚେ ।
ସେନ୍ତାରିସେ ତମେ ବିବାଅଇରଇବା ଏ ମୁନୁସ୍ମନ୍, ନିଜର୍ ମାଇଜିମନର୍ ସଙ୍ଗ୍ ବୁଜାମାନା ଅଇରୁଆ । କାଇକେବଇଲେ ସେମନ୍କେ ତମର୍ଟାନେଅନି ଉନା ବପୁଆଚେ । ସେମନ୍କେ ସନ୍ମାନ୍ ଦିଆସ୍, କାଇକେବଇଲେ ପର୍ମେସର୍ ଦେବା ନ ସାର୍ବା ଜିବନ୍ ତମର୍ ସଙ୍ଗ୍ ସେମନ୍କେ ମିସା ମିଲ୍ସି । ତମର୍ ପାର୍ତନା କର୍ବାଟା ବାଦା ନ ଆଇବାକେ ଏ ସବୁ ଆଦେସ୍ ମାନିକରି ରୁଆ ।