ଏପିସିୟ 5:3 - ସତିଅର୍ ବାଟ୍ ନୁଆ ନିୟମ୍ 20203 ମାତର୍ ତମର୍ ବିତ୍ରେ ବେସିଆ ଇସାବେ ରଇବା ଚଲାଚଲ୍ତି, କି କାଇ ରକାମର୍ ସୁକଲ୍ ନ ଅଇବାଟା କି ଲବ୍ ଅଇବାଟା ଆଚେ, ବଲି ବିନ୍ ଲକ୍ମନ୍ ନ କଅତ୍ । କାଇକେବଇଲେ ଏଟା ସବୁ ପର୍ମେସରର୍ ସୁକଲ୍ ଲକ୍ମନ୍ କର୍ବା ଟିକ୍ ବିସଇ ନଏ । အခန်းကိုကြည့်ပါ။ |
ମୁଇ ଚିନ୍ତାଇ ଆଚି ଜେ, ମୁଇ ଆରିତରେକ୍ ଆଇଲାବେଲେ, ତମର୍ ମୁଆଟେ ମକେ ପର୍ମେସର୍ ଲାଜ୍ କରାଇସି । ଆରି ମୁଇ ବେସି ଦୁକ୍ ଅଇବି । କାଇକେବଇଲେ, ଆଗେ ଜେତ୍କି ଲକ୍ ପାପ୍ କରି ଆଚତ୍ ବଲି ମୁଇ ଜାନିଆଚି । ସେମନ୍ ଏବ୍କେ ଜାକ ତାକର୍ କାରାପ୍ ଚଲାଚଲ୍ତିର୍ ଲାଗି ମାନି ଅଅତ୍ ନାଇ । ଜନ୍ଟାକି ନିଜର୍ କାରାପ୍ ମନ୍ କଲା ଇସାବେ ବଁଚ୍ବାଟା ଆରି ବେସିଆ କାମ୍ କର୍ବାଟା ।
ସବୁର୍ଟାନେଅନି ମୁକିଅ ବିସଇ ଅଇଲାନି ଏଟା । କିରିସ୍ଟର୍ ସୁବ୍ କବର୍ ବିସ୍ବାସ୍ କର୍ବା ଲକ୍ମନ୍ କେନ୍ତାରି ଚଲାଚଲ୍ତି କର୍ବାର୍ଆଚେ, ତମେ ସେନ୍ତାରି କରା । ମୁଇ ତମ୍କେ ଦେକ୍ବାର୍ ଆଇଲେମିସା, କି ତମର୍ଟାନେଅନି ଦୁରିକେ ରଇ ଅବ୍କା ସୁନିପାର୍ଲେ ମିସା ଏନ୍ତାରି ଜିଇତେରୁଆ । ଏଟାର୍ଲାଗି ତମେ ସବୁ ଗଟେକ୍ ମନ୍ ଅଇ ମିସିଆଚାସ୍ ବଲି ମୁଇ ଜାନିପାର୍ବି । ଜନ୍ ଲକ୍ମନ୍ ସୁବ୍ କବରର୍ ବିରୁଦେ ଦଦାପେଲା କଲାଇନି, ତାକର୍ ମୁଆଟେ କିରିସ୍ଟର୍ ସୁବ୍କବର୍ ଦେକାରକା କର୍ବାକେ ତମେ ସବୁ ଗଟେକ୍ ଅଇ ଟିଆଅଇଲାସ୍ନି ବଲି ମୁଇ ଜାନ୍ବି ।
କାଇକେବଇଲେ ଜନ୍ ଲକ୍ମନ୍ ଡାବୁ ଆସାକରି ଆଚତ୍, ସେ ଡାବୁ ମିଲାଇବାକେ ବିନ୍ ବିନ୍ ରକାମର୍ କାରାପ୍ ବିସଇ କର୍ବାକେ ମନ୍ କର୍ବାଇ । କେତେଲକ୍ କିରିସ୍ଟର୍ ବିସଇଟାନେ ରଇବା ସିକିଆ ବିସ୍ବାସ୍ କର୍ବାଟା ଦିରେ ଦିରେ ଚାଡିଦେଇଆଚତ୍ । କାଇକେବଇଲେ ସେମନ୍ ଡାବୁ ମନ୍କଲାଇ ଆରି ନିଜେ ବୁସିଅଇଲା ଲକ୍ପାରା ବେସି ରକାମ୍ ଦୁକ୍ କସ୍ଟେ ପଡ୍ଲାଇଆଚତ୍ ।
ତମେ ଦେକାରକା କର୍ବା ବିସ୍ବାସିମନ୍କେ ଜତନ୍ କରା । କାଇକେବଇଲେ ସେମନ୍ ପର୍ମେସରର୍ ମେଣ୍ଡାରାସି ପାରା । ପର୍ମେସର୍ ସେ ଲକ୍ମନ୍କେ ତମ୍କେ ସର୍ପିଦେଇଆଚେ । ତମେ ସାର୍ଦାସଙ୍ଗ୍ ତାକର୍ ଜତନ୍ ନେବାର୍ଆଚେ । କାଇକେବଇଲେ ସେଟା ସେ ମନ୍ କଲାନି । ଡାବୁ ଆସା ଅଇକରି ଏ କାମ୍ କର୍ବାର୍ ନାଇ । ତାର୍ବାଦୁଲେ, ପର୍ମେସର୍କେ ଆରି ତାର୍ ଲକ୍ମନ୍କେ ସେବାକର୍ବାକେ ମନ୍ କରି ସେଟା କରା ।
ତାକର୍ ପାପର୍ ଗୁନ୍ଚଲନ୍ ଇସାବେ ଚଲାଚଲ୍ତିକରି ଲାଜର ବିସଇ କର୍ବା ଲକ୍ମନ୍କେ ସେ ବେସି ବଡ୍ ଡଣ୍ଡ୍ ଦେଇସି । ତାକର୍ ଉପ୍ରେ ସାସନ୍ କର୍ବାକେ ପର୍ମେସରର୍ ଜନ୍ ଅଦିକାର୍ ଆଚେ, ସେଟା ସେମନ୍ ନିଚ୍ଲାଇନି । ଏନ୍ତାରି ମିଚ୍ ସିକାଉ ଆଁକ୍ରିଆମନ୍, ନିଜର୍ ମନ୍କେ ଆଇଲାଟା କର୍ବାକେ ଡରତ୍ ନାଇ । ସର୍ଗେ ମଇମାସଙ୍ଗ୍ ରଇବାଟାମନ୍କେ ମିସା ନିନ୍ଦା କର୍ବାଇ ।
ମାତର୍ ଜେ ମର୍ସଙ୍ଗ୍ ଆଇବାକେ ଡର୍ବାଇ, ଆରି ବିସ୍ବାସ୍ ନ କରତ୍, ଜାର୍ ଚଲାଚଲ୍ତି କାରାପ୍, ଜେ କି ନର୍ମାରୁମନ୍ ଆଚତ୍, ଜନ୍ ଲକ୍ମନ୍ କାରାପ୍ ରିତିନିତି ଅବିଆସ୍ କର୍ବାଇ, ଜନ୍ଲକ୍ମନ୍ ମଁତର୍ ଜଁତର୍ କର୍ବାଇ ଆରି ଜନ୍ ଲକ୍ମନ୍ ମିଚ୍ ଦେବ୍ତାମନ୍କେ ଜୁଆର୍ କର୍ବାଇ, ଆରି ଜେତ୍କି ସବୁ ମିଚୁଆମନ୍ ରଇବାଇ, ତାକର୍ ସେସର୍ ବେଲା ଏନ୍ତାରି ଅଇସି । ସେମନ୍କେ ଲାଗ୍ତେରଇବା ଗନ୍ଦ୍ଟାନେ ପିଙ୍ଗା ଅଇସି । ସେଟା ଅଇଲାନି ପଚର୍ ମରନ୍ ।