31 ଏଟାର୍ପାଇ ଦରମ୍ ସାସ୍ତରେ ଲେକାଅଇଆଚେ ମୁନୁସ୍ ତାର୍ ନିଜର୍ ଆୟା ବାବାକେ ଚାଡି ନିଜର୍ ମାଇଜିର୍ ସଙ୍ଗ୍ ମିସି ଜାଇସି । ଆରି ସେ ଦୁଇଲକ୍ ମିସି ଗଟେକ୍ ଅଇବାଇ ।
ସେଡେବେଲେ ମାପ୍ରୁ କଇରଇଲା, ଏଟାର୍ ପାଇ ବଲି ମୁନୁସ୍, ତାର୍ ଆୟା ବାବାର୍ତେଇ ଅନି ବିନେ ଅଇସି ଆରି ସେମନ୍ ଦୁଇ ଲକ୍ ଗଟେକ୍ ଅଇବାଇ ।
ମାତର୍ ଜେ ବେସିଆ ସଙ୍ଗ୍ ମିସ୍ସି, ସେ ତାର୍ ସଙ୍ଗ୍ ଗଟେକ୍ ଗାଗଡ୍ ଅଇସି । ଏଟା ତମେ ନାଜାନାସ୍ କି ? କାଇକେବଇଲେ ଲେକା ଅଇଆଚେ, ସେ ଦୁଇଲକ୍ ଜାକ ଗଟେକ୍ ଅଇବାଇ ।
ଏଟା ଗଟେକ୍ ବଡ୍ ଲୁଚି ରଇବା ବିସଇ । ମାତର୍ ମୁଇ କିରିସ୍ଟ ଆରି ମଣ୍ଡଲି ବିତ୍ରେ ମିସିବିଡି ରଇବା ବିସଇ କାତା ଅଇଲିନି ।