ଏପିସିୟ 5:32 - ସତିଅର୍ ବାଟ୍ ନୁଆ ନିୟମ୍ 202032 ଏଟା ଗଟେକ୍ ବଡ୍ ଲୁଚି ରଇବା ବିସଇ । ମାତର୍ ମୁଇ କିରିସ୍ଟ ଆରି ମଣ୍ଡଲି ବିତ୍ରେ ମିସିବିଡି ରଇବା ବିସଇ କାତା ଅଇଲିନି । အခန်းကိုကြည့်ပါ။ |
ଏ ସବୁ ବିସଇ ତମ୍କେ ଆତ୍ମା ଇସାବେ ସାର୍ଦା କରାଇବାପାଇ ମୁଇ କଲିନି । ଜେନ୍ତାରିକି ତମେ ଗଟେକ୍ ମନ୍ ଅଇକରି ଆଲାଦ୍ କରାକରି ଅଇସା । ତମେ ପୁରାପୁରୁନ୍ ବୁଜ୍ବାବେଲେ ବେସି ଆସା ଆରି ସାର୍ଦା ଅଇରଇସା । ଜଦି ତମ୍କେ ଏ ଆସା ରଇଲେ, ପର୍ମେସର୍ ଜଜ୍ନା କଲାଟା ଜାନିପାରାସ୍ । ସେ ଆସା ପୁର୍ବେ ରଇଲା ଲକ୍ମନ୍କେ ଜାନାଇ ନ ରଇଲା । ସେଟା ନିଜେ କିରିସ୍ଟର୍ ବିସଇସେ ।
ଆମର୍ ବିସ୍ବାସ୍ଟାନେ କେ ନାଜାନ୍ଲା ପାରା ବିସଇ ଲୁଚିକରି ଆଚେ । ସେନ୍ତାରି ନଏଁ ବଲି କେ କଇନାପାରତ୍ । “ ଜିସୁକିରିସ୍ଟ ନର୍ ରୁପ୍ ଦାରି ଆଇଲା । ସେ ନିଜେ ପର୍ମେସରର୍ ପଅ ବଲି ସୁକଲ୍ ଆତ୍ମା କାତାଦେଲା ଆଚେ । ଦୁତ୍ମନ୍ ତାକେ ଦେକ୍ଲାଇ । ତାର୍ ବିସଇର୍ ସତ୍ କବର୍ ଗୁଲାଇ ରାଇଜେ ଜାନାଇଲାଇ । ସବୁ ଜାଗାର୍ କେତେକ୍ କେତକ୍ ଲକ୍ମନ୍ ତାକେ ବିସ୍ବାସ୍ କଲାଇ । ପର୍ମେସର୍ ତାକେ ସର୍ଗେ ନେଲା ।”