ଏପିସିୟ 5:5 - ସତିଅର୍ ବାଟ୍ ନୁଆ ନିୟମ୍ 20205 ତମେ ଜାନ୍ବାର୍ ଆଚେ ଜେ, କେନ୍ତାରି ମିସା ବେସିଆ କାମ୍ କର୍ବା ଲକ୍, କି ସୁକଲ୍ ନ ଅଇଲା ଲକ୍, କି ଲବ୍ରା ଲକ୍ ପରମେସରର୍ ଆରି କିରିସ୍ଟର୍ ରାଇଜେ ରଇବା କାଇ ବିସଇ ମିଲାଇବାକେ ଅଦିକାର୍ ପାଇ ନାପାରତ୍ । ଗଟେକ୍ ଲବ୍ରା, ପୁତ୍ଲା ପୁଜା କର୍ବା ଲକର୍ ସଙ୍ଗ୍ ସମାନ୍ । အခန်းကိုကြည့်ပါ။ |
କାଇକେବଇଲେ ଜନ୍ ଲକ୍ମନ୍ ଡାବୁ ଆସାକରି ଆଚତ୍, ସେ ଡାବୁ ମିଲାଇବାକେ ବିନ୍ ବିନ୍ ରକାମର୍ କାରାପ୍ ବିସଇ କର୍ବାକେ ମନ୍ କର୍ବାଇ । କେତେଲକ୍ କିରିସ୍ଟର୍ ବିସଇଟାନେ ରଇବା ସିକିଆ ବିସ୍ବାସ୍ କର୍ବାଟା ଦିରେ ଦିରେ ଚାଡିଦେଇଆଚତ୍ । କାଇକେବଇଲେ ସେମନ୍ ଡାବୁ ମନ୍କଲାଇ ଆରି ନିଜେ ବୁସିଅଇଲା ଲକ୍ପାରା ବେସି ରକାମ୍ ଦୁକ୍ କସ୍ଟେ ପଡ୍ଲାଇଆଚତ୍ ।
ଏ ଜିବନର୍ ବିସଇନେଇ ଜେତ୍କି ଲକ୍ମନ୍ ସାଉକାର୍ ଅଇ ଆଚତ୍, ବିନ୍ ଲକ୍ମନର୍ଟାନେଅନି ସେମନ୍ ନିକ ବଲି ନ ବାବ୍ବାକେ ତିଆର୍ । ଦନ୍ ସଁପତି ଉପ୍ରେ ବେସି ଆସା କର୍ବାର୍ ନାଇ ବଲି ସେମନ୍କେ ସିକା । କାଇକେବଇଲେ ଡାବୁ ଦାପ୍ରେ ମାୟାଅଇଜାଇସି । ତାର୍ ବାଦୁଲେ ସେମନ୍କେ ଲଡାକେ ଲାଗ୍ବା ବିସଇ ସବୁ ଦେବାକେ ପର୍ମେସରର୍ଟାନେ ଆସା ରକ୍ବାକେ ସିକାଇଦେସ୍ । ସେ ଆକା ଆମର୍ପାଇ କାଇଟା ନ ଦେକି, ସବୁ ବିସଇ ସାର୍ଦା କର୍ବାକେ ଦେଇସି ।
ମାତର୍ ଜେ ମର୍ସଙ୍ଗ୍ ଆଇବାକେ ଡର୍ବାଇ, ଆରି ବିସ୍ବାସ୍ ନ କରତ୍, ଜାର୍ ଚଲାଚଲ୍ତି କାରାପ୍, ଜେ କି ନର୍ମାରୁମନ୍ ଆଚତ୍, ଜନ୍ ଲକ୍ମନ୍ କାରାପ୍ ରିତିନିତି ଅବିଆସ୍ କର୍ବାଇ, ଜନ୍ଲକ୍ମନ୍ ମଁତର୍ ଜଁତର୍ କର୍ବାଇ ଆରି ଜନ୍ ଲକ୍ମନ୍ ମିଚ୍ ଦେବ୍ତାମନ୍କେ ଜୁଆର୍ କର୍ବାଇ, ଆରି ଜେତ୍କି ସବୁ ମିଚୁଆମନ୍ ରଇବାଇ, ତାକର୍ ସେସର୍ ବେଲା ଏନ୍ତାରି ଅଇସି । ସେମନ୍କେ ଲାଗ୍ତେରଇବା ଗନ୍ଦ୍ଟାନେ ପିଙ୍ଗା ଅଇସି । ସେଟା ଅଇଲାନି ପଚର୍ ମରନ୍ ।