1 ଏ ମର୍ ପିଲାଟକିମନ୍, ତମେ ମାପ୍ରୁର୍ ସଙ୍ଗ୍ ମିସ୍ଲାର୍ପାଇ ଆୟା ବାବାର୍ କାତା ମାନିକରି ରୁଆ । ତମେ ଏନ୍ତାରି କର୍ବାର୍ ଆଚେଆକା ।
ପଚେ ଜିସୁ ତାର୍ ବାବା ମାଆ ସଙ୍ଗ୍ ନାଜରିତେ ବାଉଡି ଆଇଲା ଆରି ତାକର୍ କାତା ମାନ୍ତେରଇଲା, ମରିୟମ୍ ମିସା ଏ ସବୁ କାତା ନିଜର୍ ମନ୍ ବିତ୍ରେ ସଙ୍ଗଇ ଚିନ୍ତା କଲା ।
ଏ ଜଗତେ ରଇବା ଲକ୍ମନର୍ ପାରା ଚଲାଚଲ୍ତି ଇସାବେ ଜିଉନା କାଉନା କରାନାଇ । ପରମେସର୍ ତମର୍ ମନ୍ ନୁଆକରି ବାଦ୍ଲାଅ । ସେନ୍ତି ଅଇଲେ ସେ ମନ୍ କର୍ବାଟା ବୁଜିପାର୍ସା । ଆରି ଜନ୍ ଚଲାଚଲ୍ତି ତାର୍ ମୁଆଟେ ନିକ, ସିଦ୍ ଆରି ତାକେ ସାର୍ଦା କରାଇସି, ସେଟା ଜାନି ପାର୍ସା ।
ଆମର୍ ମାପ୍ରୁର୍ ନାଉଁ ଦାରି ତାକେ ଡାକିନିଆ । କାଇକେବଇଲେ ଏନ୍ତାରି ଚଲାଚଲ୍ତି ବିସ୍ବାସିମନର୍ପାଇ ନିକ । ତାକେ କାଇଆଲେ ଲଡା ରଇଲେ ସାଇଜ କରା । କାଇକେବଇଲେ ସେ ମକେ ଆରି ବେସି ବିସ୍ବାସିମନ୍କେ ସାଇଜ କଲାଆଚେ ।
ନିୟମ୍ ପର୍ମେସରର୍ଟାନେଅନି ଆଇଲାକେ ସୁକଲ୍ ଆଚେ । ତାର୍ ଆଦେସ୍ ସବୁ ସୁକଲ୍, ଟିକ୍ ଆରି ବେସି ନିକ ।
ସେଟାର୍ପାଇ ଏ ମର୍ ଆଲାଦର୍ ବାଇବଇନିମନ୍, ଡାଁଟ୍ ଅଇକରି ରୁଆ । ମାପ୍ରୁ ଜିସୁକିରିସ୍ଟର୍ ସେବା କାମ୍ ଆବଡ୍ ଅଇକରି କରା । କାଇକେବଇଲେ ତମେ ଜାନାସ୍, ତାର୍ପାଇ ଜନ୍ କାମ୍ ସବୁ କର୍ସା, ସେଟା ସବୁ ଲଡାକେ ଆଇସି ।
ଜଦି କନ୍ ରାଣ୍ଡିମାଇଜିକେ ପିଲାଟକି କି ନାତିତିତି ରଇଲେ, ସେମନ୍ ନିଜର୍ କୁଟୁମର୍ ଲକ୍ ଇସାବେ ତାକେ ଜତନ୍ କରତ୍ । ସେନ୍ତାରି ସେମନ୍ ଆୟା ବାବାମନ୍କେ ଆରି ଆନିଦାଦିମନ୍କେ ତାକର୍ ଆଲାଦ୍ ବାଉଡାଇ ଦେଅତ୍ । ଏଟା ପର୍ମେସର୍କେ ସାର୍ଦା କରାଇସି ।
ତମର୍ ଉପ୍ରେ ଅଦିକାର୍ କର୍ବା ଲକ୍ମନ୍କେ ଆମର୍ ମାପ୍ରୁର୍ ଲାଗି ମାନିକରି ରୁଆ । ସବୁର୍ଟାନେଅନି ଅଦିକାର୍ ରଇବା ସାସନ୍କାରିଆକେ ମିସା ମାନିକରି ରୁଆ ।