ଏପିସିୟ 6:11 - ସତିଅର୍ ବାଟ୍ ନୁଆ ନିୟମ୍ 202011 ପର୍ମେସର୍ ତମ୍କେ ଦେଇରଇବା ଜୁଇଦର୍ ସବୁ ରକାମ୍ ଆତ୍ ଆତିଆର୍ ସାଜାଡିକରି ରୁଆ । ଜେନ୍ତାରିକି ତମ୍କେ ସଇତାନ୍ ନାଡାଇବା ବେଲେ ତାକେ ବିରଦ୍ କରିପାରାସ୍ । အခန်းကိုကြည့်ပါ။ |
ତେଇ ପସୁକେ ବନ୍ଦିକରି ନେଲାଇ । ତାର୍ ସଙ୍ଗ୍ ଜନ୍ ମିଚ୍ କଇବା ବବିସତ୍ବକ୍ତା, ଜେ କି ତାର୍ ମୁଆଟେ କାବାଅଇଜିବା କାମ୍ମନ୍ କର୍ତେରଇଲା, ତାକେ ମିସା ବନ୍ଦିଗରେ ନେଲାଇ । ଏ କାବାଅଇଜିବା କାମ୍ମନର୍ ଲାଗି ସେ ଲକ୍ମନ୍କେ ନାଡାଇରଇଲା । ଜନ୍ ଲକ୍ମନ୍ କି ପସୁର୍ ଚିନ୍ ଗଦିଅଇକରି ତାର୍ ମୁର୍ତିକେ ଜୁଆର୍ କର୍ତେରଇଲାଇ ସେ ପସୁ ଆରି ମିଚ୍ କଇବା ବବିସତ୍ବକ୍ତା ଦୁଇଲକ୍ଜାକ ଜିବନ୍ ରଇତେ ଗନ୍ଦ୍ ଅଇତେରଇବା ଜଇର୍ ଗାଡେ ପିଙ୍ଗାଅଇଲା ।