ଏପିସିୟ 6:12 - ସତିଅର୍ ବାଟ୍ ନୁଆ ନିୟମ୍ 202012 କାଇକେବଇଲେ ଆମେ ଜଗତର୍ ଲକ୍ମନର୍ ବିରୁଦେ ଜୁଇଦ୍ କରୁନାଇ । ମାତର୍ କାରାପ୍ ଆତ୍ମାମନ୍କେ, ଆନ୍ଦାରେ ରଇବା ଜଗତର୍ ସାସନ୍କାରିଆମନ୍କେ, ଆରି ସର୍ଗେ କାରାପ୍ ବପୁ ପାଇରଇବା ଆତ୍ମାମନର୍ ବିରୁଦେ ଜୁଇଦ୍ କଲୁନି । အခန်းကိုကြည့်ပါ။ |
ଏବେ ଆମେ ସବୁ ଆରାଜିତାଟାନେ ପାଲାଇବା ଲକ୍ମନର୍ପାରା ଆଚୁ । ଆମର୍ ଚାରିବେଟ୍ତି ଗଟେକ୍ ବଡ୍ ଦଲର୍ ସାକିମନ୍ ଦେକ୍ଲାଇନି । ତେବର୍ପାଇ ଜନ୍ଟାମନ୍ ଆମ୍କେ ବାଦା ଦେଲାନି, ଆରି ଜନ୍ ପାପ୍ମନ୍ ଆମ୍କେ ପଚ୍କେ ଜିକ୍ଲାନି, ସେଟା ସବୁ ବେଟି ପିଙ୍ଗିଦେବାର୍ । ଜନ୍ ଆରାଜିତା ଅଇ ପାଲାଇବାଟା ପର୍ମେସର୍ ଆମର୍ ମୁଆଟେ ସଙ୍ଗଇଆଚେ, ତେଇ ଆମେ ମୁର୍ଚିକରି ପାଲାଇ ସାରାଇଦେଉଁ ।