2 ଏନ୍ତାରି ଲେକା ଅଇଲାଆଚେ, ନିଜର୍ ଆୟା ବାବାକେ ସନ୍ମାନ୍ ଦିଆସ୍ । ଜେନ୍ତାରି କି ତମର୍ପାଇ ସବୁ ବିସଇ ମଙ୍ଗଲ୍ ରଇସି । ଆରି ତମେ ସାର୍ଦା ଅଇ ବେସି ଦିନ୍ ଜାକ ଏ ଜଗତେ ବଁଚିରଇସା ।
ସେଟାର୍ ପାଇ ସେମନ୍ ଜେତ୍କି ପାଇବାର୍ ଆଚେ ସେଟା ସେମନ୍କେ ଦେଇଦିଆସ୍ । ତମେ ସିସ୍ତୁ କି ଅଡି ଜାଇଟା ଦେବାର୍ ଆଚେ, ସେଟା ବାନ୍ଦିଦିଆସ୍ ଆରି ସେମନ୍କେ ନାମିକରି ସନ୍ମାନ୍ କରା ।
ଏଟା ଅଇଲାନି ପର୍ମେସରର୍ ପର୍ତୁମ୍ ଆଦେସ୍ ଜନ୍ଟା କି ସେ ଗଟେକ୍ ଦେଇରଇବା କାତା ମିସା ତେଇ ମିସାଇଆଚେ ।
ଜଦି କନ୍ ରାଣ୍ଡିମାଇଜିକେ ପିଲାଟକି କି ନାତିତିତି ରଇଲେ, ସେମନ୍ ନିଜର୍ କୁଟୁମର୍ ଲକ୍ ଇସାବେ ତାକେ ଜତନ୍ କରତ୍ । ସେନ୍ତାରି ସେମନ୍ ଆୟା ବାବାମନ୍କେ ଆରି ଆନିଦାଦିମନ୍କେ ତାକର୍ ଆଲାଦ୍ ବାଉଡାଇ ଦେଅତ୍ । ଏଟା ପର୍ମେସର୍କେ ସାର୍ଦା କରାଇସି ।