3 ଏଟା ଅଇଲାନି ପର୍ମେସରର୍ ପର୍ତୁମ୍ ଆଦେସ୍ ଜନ୍ଟା କି ସେ ଗଟେକ୍ ଦେଇରଇବା କାତା ମିସା ତେଇ ମିସାଇଆଚେ ।
ଏନ୍ତାରି ଲେକା ଅଇଲାଆଚେ, ନିଜର୍ ଆୟା ବାବାକେ ସନ୍ମାନ୍ ଦିଆସ୍ । ଜେନ୍ତାରି କି ତମର୍ପାଇ ସବୁ ବିସଇ ମଙ୍ଗଲ୍ ରଇସି । ଆରି ତମେ ସାର୍ଦା ଅଇ ବେସି ଦିନ୍ ଜାକ ଏ ଜଗତେ ବଁଚିରଇସା ।
ଏ ବାବାମନ୍, ପିଲାମନ୍କେ ରିସା କରାଆ ନାଇ । ତାର୍ ବାଦୁଲେ ସେମନ୍କେ ମାପ୍ରୁର୍ ବାକିଅ ଇସାବେ ସିକାଇକରି ବଡାଆ ।