ଏପିସିୟ 6:5 - ସତିଅର୍ ବାଟ୍ ନୁଆ ନିୟମ୍ 20205 ଏ ଗତିଦାଙ୍ଗ୍ଡାମନ୍, ଏ ଜଗତେ ରଇବା ସାଉକାର୍ମନର୍ କାତା ମାନିକରି ରୁଆ । ସେମନ୍କେ ସନ୍ମାନ୍ ଦେଇ, ପୁରାପୁରୁନ୍ ମନ୍ ସଙ୍ଗ୍ ନାମିକରି ରୁଆ । ଜେନ୍ତାରି କି ତମେ କିରିସ୍ଟକେ ନାମିକରି ରଇସା । အခန်းကိုကြည့်ပါ။ |
ବାଇମନ୍ ଆମେ ବଡ୍ପନ୍ ଅଇକରି କଇବା ଗଟେକ୍ କାତା ଆଚେ । ସେଟା ଆମେ ସତ୍ ବଲି ଜାନ୍ଲୁନି ଆରି ସେଟା ଅଇଲାନି, । ସବୁଲକର୍ଟାନେ ଆରି, ତମର୍ଟାନେ ମିସା ଆମର୍ ଚଲାଚଲ୍ତି ସୁକଲ୍ ଆରି ଦରମ୍ ଆଚେ । ଏଟା ଆମର୍ ବିବେକ୍ ସାକି ଦେଲାନି । ଲକ୍ମନର୍ ଗିଆନ୍ ଇସାବେ ଆମେ କରୁନାଇ, ମାତର୍ ପର୍ମେସରର୍ ଜିବନ୍ ଦୁକାଇଲା ବପୁର୍ ସଙ୍ଗ୍ ଏ ସବୁଜାକ କଲୁନି ।