ଗାଲାତିୟ 1:10 - ସତିଅର୍ ବାଟ୍ ନୁଆ ନିୟମ୍ 202010 ଏଟା ସୁନି ତମେ ମନେ ମନେ କାଇଟା ବାବ୍ଲାସ୍ନି ? ମୁଇ ଲକ୍ମନର୍ ମାନ୍ବାଟା ପାଇବାକେ ଚେସ୍ଟା କଲିନି କି ? ନାଇ, କେବେ ନାଇ । ମୁଇ ପରମେସରର୍ ମାନ୍ବାଟାସେ ମନ୍ କଲିନି । ମୁଇ କାଇ ଡାକ୍ପୁଟା ଅଇବି ବଲି ମନ୍ କଲିନି କି ? ମୁଇ ଜଦି ଏବେ ଜାକ ଡାକ୍ପୁଟା ଅଇବାକେ ମନ୍ କର୍ତି ବଇଲେ, ଆଜି କିରିସ୍ଟର୍ ସେବାକାରିଆ ନ ଅଇତି । အခန်းကိုကြည့်ပါ။ |
ସେ ବେଲାଇ ଏରଦ୍ ସର୍ ଆରି ସିଦନର୍ ଲକ୍ମନ୍କେ ବେସି ରିସା ଅଇରଇଲା । ସେଟାର୍ ପାଇ ତେଇର୍ ଲକ୍ମନ୍ ଗଟେକ୍ ଦଲ୍, ତାକେ ବେଟ୍ ଅଇବାକେ ଗାଲାଇ । ପର୍ତୁମ୍ ସେମନ୍ ରାଜା ସଇବା ଗର୍ ଦାଇତେ ରଇଲା ବାଲସ୍ଟସ୍କେ ବୁଜାଇ, ତାର୍ ସାଇଜ ପାଇଲାଇ । ତାର୍ ପଚେ ସେମନ୍ ଏରଦର୍ ଲଗେ ଜାଇ ସାନ୍ତିସଙ୍ଗ୍ ରଉଁ ବଲି କାତା ଅଇଲାଇ, କାଇକେ ବଇଲେ ଏରଦର୍ ରାଇଜେଅନି ସେମନର୍ ଦେସେ କାଇବା ଜିନିସ୍ ଜାଇତେରଇଲା ।