11 କାଇକେବଇଲେ, ଏ ବାଇବଇନିମନ୍ ମୁଇ ତମ୍କେ ଜନ୍ ସୁବ୍କବର୍ ଜାନାଇଲିନି, ସେଟା ମୁନୁସର୍ଟାନେଅନି ବାରଏ ନାଇ ।
ଜନ୍ ଦିନେ ପରମେସର୍ ଜିସୁକିରିସ୍ଟର୍ ଟାନେଅନି ମୁନୁସର୍ ବିତ୍ରେ ଲୁଚ୍ଲା ବିସଇମନ୍ ବିଚାର୍ କର୍ସି, ସେ ଦିନେ ମୁଇ ଜାନାଇ ରଇଲା ସୁବ୍କବର୍ ଇସାବେ ଏ ସବୁ ଗଟ୍ସି ।
କାଇକେବଇଲେ ମାପ୍ରୁର୍ ସିକିଆ ପାଇଲି ଆଚି, ସେଟାସେ ମୁଇ ତମ୍କେ ସିକାଇଆଚି । ଜନ୍ ରାତି ଆମର୍ ମାପ୍ରୁ ଜିସୁ ବିସ୍ବାସେ ବିସ୍ ଦେଲାପାରା ଅଇଲା, ସେ ରୁଟିନେଇ, ପର୍ମେସର୍କେ ଦନିଅବାଦ୍ ଦେଲା ।
ଜେନ୍ତିକି ତମର୍ ବିତ୍ରେ କେତେଲକ୍ କଇବାଇ, ଆମେ ପାଉଲର୍ ବାଟେ ଗାଲୁନି । ତେଇଅନି ଆରି କେତେଲକ୍ କଇବାଇ, ଆମେ ଆପଲର୍ ବାଟେ ଗାଲୁନି । ସେଡ୍କିବେଲେ ତମେ କାଇ ନିଜର୍ ମନ୍ କଲା ଇସାବେ ରଇବା ଲକ୍ ନୁଆସ୍ କି ?
ମୁଇ କାଇ ଏଟା ମୁନୁସ୍ ଇସାବେ କଇଲିନି କି ? ନିୟମେ ଏଟା ଲେକା ଅଏ ନାଇ କି ?
ମୁଇ ପେରିତ୍ ସିସ୍ ପାଉଲ୍ । ପେରିତ୍ ସିସ୍ ଅଇବାକେ ମୁଇ ଲକ୍ମନର୍ଟାନେଅନି କି ଲକ୍ମନର୍ ମାଲାକାରିଆ ଇସାବେ ଡାକ୍ରା ପାଇନାଇ । ଏ ଡାକ୍ରା ମୁଇ ବାବା ପରମେସରର୍ ଆରି ଜିସୁ କିରିସ୍ଟର୍ ତେଇଅନି ପାଇଲିଆଚି । ପରମେସର୍ ତାକେ ମଲାଟାନେଅନି ଉଟାଇଆଚେ ।
କିରିସ୍ଟ ଜିବନ୍ ଦୁକାଇକରିସେ ତମ୍କେ ଡାକିରଇଲା । ମାତର୍ ତମେ ତାକେ ଏତେକ୍ ଦାପ୍ରେ ଚାଡିଦେଇକରି ଆରି ଗଟେକ୍ ବିନ୍ ସୁବ୍କବର୍ବାଟେ ମନ୍ ଦେଲାସ୍ନି । ତମର୍ ଏ ମନ୍ ବାଦ୍ଲାଇବାଟା ଦେକିକରି ଇତି ମୁଇ କାବା ଅଇଗାଲିନି ।