20 ମୁଇ ଜେତ୍କି ବିସଇ ଲେକ୍ଲିନି, ସେଟା ସତ୍, ପରମେସର୍ ଜାନିଆଚେ ମୁଇ କାଇଟା ମିସା ମିଚ୍ କଇନାଇ !
ମୁଇ ତମ୍କେ ଗଟେକ୍ ସତ୍କାତା କଇବି । ମୁଇ କିରିସ୍ଟର୍ ଲକ୍, ଆରି ସୁକଲ୍ ଆତ୍ମା ମର୍ ବିବେକ୍କେ ଡାକିନେଲାନି । ସେଟାର୍ପାଇ ମିସା ମୁଇ ମିଚ୍ କଇନାଇ ବଲି ଜାନ୍ଲିନି ।
ଜଦି ମୁଇ କଇବାଟା ସତ୍ ନାଇ, ସେନ୍ତାର୍ଆଲେ ପର୍ମେସର୍ ମକେ ଡଣ୍ଡ୍ ଦେଅ । ମୁଇ କରନ୍ତିଅତେଇ ବୁଲି ଆଇବାକେ କାଇକେ ଅଏ ନାଇ ବଲି ସେ ଜାନେ । ମୁଇ ତେଇ ଆଇଲେ, ତମର୍ ଚଲାଚଲ୍ତିର୍ ବୁଲ୍ଟିକ୍ ଦେକ୍ଲେ, ତମେ ଦୁକ୍ କର୍ତାସ୍ ।
ମୁଇ ତମ୍କେ ଜେତ୍କି ବିସଇ କଇଲି, ସେଟା ସବୁ ସତ୍ । ଗଟେକ୍ ମିସା ମିଚ୍ ନଏଁ । ଆମର୍ ମାପ୍ରୁ ଜିସୁର୍ ବାବା ପର୍ମେସର୍ ଏଟା ଜାନେ । ସେ ଜୁଗ୍ ଜୁଗ୍ ଡାକ୍ପୁଟା ପାଅ ।