22 ସେବେଲା ଜିଉଦା ରାଇଜେ ରଇଲା କିରସ୍ଟକେ ବିସ୍ବାସ୍ କର୍ବା ମଣ୍ଡଲିର୍ ଲକ୍ମନ୍ ମକେ ନିକସଙ୍ଗ୍ ନାଜାନି ରଇଲାଇ ।
ଜିଉଦା, ଗାଲିଲି ଆରି ସମିରଣେ ରଇବା ମଣ୍ଡଲିମନର୍ ପାଇ ସେବେଲା ଗଟେକ୍ ସାନ୍ତିର୍ ବେଲା ରଇଲା । ସୁକଲ୍ ଆତ୍ମା ସେମନର୍ ସଙ୍ଗ୍ ରଇଲା ଜେ ଲକ୍ମନ୍ ଦିନ୍କେଦିନ୍ ଅଦିକ୍ ଅଦିକ୍ ଅଇ ଡାଟ୍ ଅଇଲାଇ । ଜିସୁକେ ବିସ୍ବାସ୍କର୍ବା ଲକ୍ମନ୍, ମାପ୍ରୁକେ ଡରିକରି ଆରି ମାନିକରି ଜିଇତେ ରଇଲାଇ ।
କିରିସ୍ଟକେ ବିସ୍ବାସ୍କରି ସେବାକର୍ବା ଆପଲ ଆରି ଆରିସ୍ତବଲର୍ କୁଟୁମର୍ ସବୁକେ ମର୍ ଜୁଆର୍ ଜାନାଇଦିଆସ୍ ।
କିରିସ୍ଟର୍ ମର୍ ସଙ୍ଗ୍ କାମ୍କରୁମନ୍ ପିରିସ୍କିଲା ଆରି ଆକିଲାକେ ମର୍ ଜୁଆର୍ ଜାନାଆ ।
ଆନ୍ଦରନିକ୍ ଆରି ୟୁନିୟାକେ ମର୍ ଜୁଆର୍ ଜାନାଇଲିନି । ଏ ଦୁଇଟା ମର୍ ସଙ୍ଗର୍ ଜିଉଦିଲକ୍ । ସେମନ୍ ମର୍ ସଙ୍ଗ୍ ବନ୍ଦିସାଲେ ରଇଲାଇ । ମର୍ ଆଗ୍ତୁ ସେମନ୍ କିରିସ୍ଟକେ ବିସ୍ବାସ୍ କଲାଇ । ଆରି ସବୁ ପେରିତ୍ ସିସ୍ମନ୍ ସେମନ୍କେ ସନ୍ମାନ୍ ଦେବାଇ ।
କିରିସ୍ଟର୍ ସେବାଇ ମର୍ ସଙ୍ଗାରି ଉର୍ବାନ ଆରି ମର୍ ଆଲାଦର୍ ମଇତର୍ ତାକିୟକେ ମିସା ମର୍ ଜୁଆର୍ ଜାନାଇଦିଆସ୍ ।
ମାତର୍ ପର୍ମେସର୍ ତମ୍କେ କିରିସ୍ଟ ଜିସୁର୍ ସଙ୍ଗ୍ ମିସାଇଆଚେ ଆରି ସେ କିରିସ୍ଟକେସେ ଆମର୍ପାଇ ଗିଆନ୍ ପାରା କରିଆଚେ । ତାର୍ଲାଗି ଆମେ ପର୍ମେସର୍ ସଙ୍ଗ୍ ସତ୍ ମିସାବିଡା ଅଇଲାଟା ଆରିତରେକ୍ ଜଡିଅଇଲାଆଚେ । ଆମେ ଦରମ୍ ଆରି ସୁକଲ୍ ଲକ୍ ଅଇ ପାପେ ଅନି ମୁକ୍ତି ପାଇଆଚୁ ।
ମାପ୍ରୁ ଜାକେ ଜେନ୍ତି ଜିବନ୍ ଦୁକାଇ ଆଚେ, ପର୍ମେସର୍ ଜାକେ ଜନ୍ ଇସାବେ ଡାକ୍ଲା ଆଚେ, ସେ ସେନ୍ତାର୍ ଜିଉନା କାଉନା କର । ମୁଇ ସବୁ ମଣ୍ଡ୍ଲିଟାନେ ଏ ରକାମ୍ ଆଦେସ୍ ଦେଲିନି ।
ଏ ଚିଟି ପାଉଲ୍ ଆରି ତିମତି, କିରିସ୍ଟ ଜିସୁର୍ ଦୁଇଟା ଗତିଦାଙ୍ଗ୍ଡାମନ୍ ଲେକ୍ଲୁନି । ଜିସୁକିରିସ୍ଟର୍ ଅଇକରି ପିଲିପି ନଅରେ ରଇବା ସବୁ ପର୍ମେସରର୍ ଲକ୍ମନର୍ପାଇ ଏଟା ଲେକାଅଇଲା ଆଚେ । ତମର୍ ବିତ୍ରେ ନେତା ଅଇକରି ତମ୍କେ ସାଇଜ କର୍ବା ଲକ୍ମନର୍ପାଇ ମିସା ।
ମୁଇ ପାଉଲ ଆରି ମର୍ ବାଇମନ୍ ସିଲାନ୍, ଆରି ତିମତି ତେସଲନିକିୟ ମଣ୍ଡଲିତେଇ ରଇବା ଲକ୍ମନ୍କେ ଏ ଚିଟି ଲେକ୍ଲୁନି । ବାବା ପର୍ମେସର୍ ଆରି ମାପ୍ରୁ ଜିସୁକିରିସ୍ଟ ଜିବନ୍ ଦୁକାଇଲା ସାନ୍ତି ତମ୍କେ ମିଲ ।
ଏ ବାଇବଇନିମନ୍ ଜିଉଦା ଦେସେ ରଇବା ପର୍ମେସରର୍ ମଣ୍ଡଲିମନ୍କେ ଆରି ତେଇ ରଇବା କିରିସ୍ଟ ବିସ୍ବାସିମନର୍ଲାଗି ଜନ୍ ଗଟ୍ନା ଗଟିରଇଲା, ତମର୍ପାଇ ମିସା ସେ ଗଟ୍ନା ଗଟ୍ଲା ଆଚେ । ସେମନ୍ ଜିଉଦିମନର୍ ଲଗେଅନି ଜନ୍ ରକାମ୍ ତାଡ୍ନା ପାଇରଇଲାଇ, ତମେ ମିସା ନିଜର୍ ଦେସର୍ ଲକ୍ମନର୍ ଲଗେଅନି ସେ ସମାନ୍ ତାଡ୍ନା ପାଇଆଚାସ୍ ।
ମୁଇ ପାଉଲ୍, ବାବା ପର୍ମେସର୍ ଲଗେ ଆରି ମାପ୍ରୁ ଜିସୁକିରିସ୍ଟ ତେଇ ରଇବା ତେସଲନିକିୟ ମଣ୍ଡଲିର୍ ଲକ୍ମନ୍କେ ଏ ଚିଟି ଲେକି ପାଟାଇଲିନି । ମର୍ ସଙ୍ଗ୍ ରଇକରି ସିଲା ଆରି ତିମତି ମିସା ଜୁଆର୍ ଜାନାଇଲାଇନି ।