8 ମାତର୍ ଆମେ ତମର୍ ଲଗେ ଜନ୍ ସୁବ୍କବର୍ ଜାନାଇ ରଇଲୁ, ଜଦି ସେଟାକେ ଚାଡି ବିନ୍ ଗଟେକ୍ ସୁବ୍କବର୍ ଆମେ ନିଜେ, ନଇଲେ ସରଗ୍ ଦୁତ୍ ମିସା ଜାନାଇସି ବଇଲେ, ସେ ଅବିସାପ୍ ପାଅ ।
ତାର୍ପଚେ ଡେବ୍ରିବାଟେ ବସି ରଇବା ଲକ୍ମନ୍କେ ମୁଇ କଇବି “ଏଇ ସାଇପ୍ ପାଇରଇବା ଦଲର୍ ଲକ୍ମନ୍ ! ମର୍ ମୁଆଟେ ରୁଆନାଇ । ସଇତାନ୍ ଆରି ତାର୍ ସଙ୍ଗ୍ ରଇଲା ଦୁତ୍ମନର୍ ପାଇ, ସବୁବେଲେ ଲାଗି ରଇବା ଜଇକୁଣ୍ଡ୍ ତିଆର୍ ଅଇଲାଆଚେ । ତେଇ ଜାଆ !
ମାତର୍ ପିତର୍ ସାଇପ୍ ଦେଇ ରାନ୍ ପାକାଇ କଇଲା, “ମୁଇ ପର୍ମେସରର୍ ନାଉଁ ଦାରି ପର୍ମାନ୍ କରି କଇଲିନି, ତମେ କାର୍ କାତା କଇଲାସ୍ନି, ମୁଇ ତାକେ ମୁଲ୍କେ ନାଜାନି ।”
ସେମନ୍ ଜାଇକରି ମୁକିଅ ପୁଜାରିମନ୍କେ ଆରି ପାର୍ଚିନ୍ମନ୍ କେ କଇଲାଇ, “ପାଉଲ୍କେ ନ ମରାଇବା ଜାକ ଅରନ୍ପାନି ନ ଚିଉ ବଲି ଆମେ ସପତ୍ କରିଆଚୁ ।
ଏ ମର୍ ବାଇବଇନିମନ୍, ମୁଇ ତମ୍କେ ବାବୁଜିଆ କଲିନି, ତମେ ଜାଗ୍ରତ୍ ଅଇକରି ରୁଆ । ତମର୍ ବିସ୍ବାସ୍ ଆରି ଗଟେକ୍ ମନ୍ ଅଇରଇବାଟା ଜନ୍ ଲକ୍ମନ୍ ବେଗ୍ଲାଇବାକେ ଚେସ୍ଟା କଲାଇନି, ତାକର୍ଟାନେଅନି ଦୁରିକେ ରୁଆ । କାଇକେବଇଲେ, ତମେ ଜନ୍ ସିକିଆ ପାଇଆଚାସ୍, ତାର୍ ବିରଦ୍ କଲାଇନି ।
କାଇକେବଇଲେ ମର୍ ରକତ୍ ମାଉଁସ୍ ରଇବା ଜିଉଦି ବାଇବଇନିମନ୍ କିରିସ୍ଟକେ ବିସ୍ବାସ୍ କରତ୍ ନାଇ । ଜଦି ଏଟା ଅଇପାର୍ସି, ତେବେ ମୁଇ ମନ୍ କଲିନି, ନିଜେ ତାକର୍ ପାଇ ପରମେସରର୍ଟାନେ ସାଇପ୍ ପାଇକରି, କିରିସ୍ଟର୍ତେଇ ଅନି ବେଗଲ୍ବି ବଲି ।
ସେଟାର୍ପାଇ ମୁଇ ଏବେ ତମ୍କେ କଇଲିନି, ଜନ୍ ଲକ୍ ସୁକଲ୍ ଆତ୍ମାର୍ ଚାଲ୍ନା ପାଇଲାଆଚେ, ସେ ଜିସୁକେ ଅବିସାପ୍ ଦେଇ ନାପାରେ । ଆରି ଜନ୍ ଲକ୍ ତାର୍ ଆତ୍ମା ପାଏନାଇ, ସେ ଜିସୁ ପର୍ମେସର୍ ବଲି କଇନାପାରେ ।
ଜଦି କେ ମାପ୍ରୁକେ ଲାଡ୍ ନ କରେ, ସେ ଅବିସାପ୍ ପାଅ । ମାରାନାତା, ଆମର୍ ମାପ୍ରୁ ଆସ ।
ଏଟା ଆମେ ଆଗ୍ତୁ କଇରଇଲୁ ଆରି ମୁଇ ଏବେ ଆରି ତରେକ୍ କଇଲିନି, ତମେ ତମର୍ ଜିବନେ ଜନ୍ ସୁବ୍କବର୍ ମାନିରଇଲାସ୍, ସେଟା ଚାଡି ଆରି ଜଦି କେ, କାଇମିସା ବିନ୍ ସୁବ୍କବର୍ ଜାନାଇସି ବଇଲେ ସେ ଅବିସାପ୍ ପାଅ ।
ଜନ୍ ଲକ୍ମନ୍ ରିତିନିତିର୍ ନିୟମ୍ ମାନ୍ଲୁନି ବଲି ବଡ୍ପନ୍ ଅଇବାଇ, ସେମନ୍ ସାଇପ୍ ପାଇବାଇ । କାଇକେ ବଇଲେ ଦରମ୍ସାସ୍ତରେ ଲେକାଆଚେ, “ମସାର୍ ନିୟମ୍ ବଇଟାନେ ଜାଇଟା ସବୁ ଲେକାଅଇଲା ଆଚେ, ଜଦି କେ ସେଟା ପୁରାପୁରୁନ୍ ନ ମାନେ, ସେ ପରମେସରର୍ ସାଇପ୍ ପାଇସି ।”
ଆମେ କେ ମିସା ନିୟମର୍ ସବୁ ଆଦେସ୍ ମାନି ନାପାରୁ । ସେଟାର୍ପାଇ ଆମେ ସବୁ ଡଣ୍ଡ୍ ପାଇବାର୍ ରଇଲା । ମାତର୍ କିରିସ୍ଟ ଆମର୍ ସାଇପ୍ ନିଜେ ନେଲା ଆରି ନିୟମର୍ ସାଇପେଅନି ଆମ୍କେ ମୁକ୍ଲାଇଲା । ଦରମ୍ ସାସ୍ତରେ ଲେକାଆଚେ, ଜେ ଗଚେ ଉଚ୍କିଅଇ ମର୍ସି, ସେ ପରମେସରର୍ତେଇ ଅନି ସାଇପ୍ ପାଇଲା ଲକ୍ !
ବିସ୍ବାସିମନର୍ ବିତ୍ରେ ଜଦି କେ ମିସା ଗଟେକ୍ ବେଗ୍ଲାଇବା ଲକ୍ ରଇଲେ, ତାକେ ଡାଟ୍ ସଙ୍ଗ୍ କଇକରି ଚାଡାଇଦେସ୍ । ସେ ନ ଚାଡ୍ଲେ ଆରିତରେକ୍ ଜାଗ୍ରତା କରା । ତାର୍ପଚେ ମିସା ସେ କରିଲାଗିରଇଲେ ତାକେ ଚାଡିଦେସ୍ ।
ବେସିଆ କାମ୍ କର୍ବାକେ ସବୁବେଲେ ମନ୍ କର୍ତେରଇବାଇ । ସେନ୍ତାରି କର୍ବାଟାନେଅନି ସେମନ୍ କେବେ ନ ତେବତ୍ । ମନ୍ ବିତ୍ରେ ଦୁର୍ବଲ୍ ରଇବା ଲକ୍ମନ୍କେ ନାଡାଇକରି ପାପ୍କାମ୍ କର୍ବାଟାନେ ଡାକିନେବାଇ । ସେମନ୍ ବେସି ଲବି ଅଇଆଚତ୍ । ପର୍ମେସର୍ ସେମନ୍କେ ସାଇପ୍ ଦେଲା ଆଚେ ।