9 ଏଟା ଆମେ ଆଗ୍ତୁ କଇରଇଲୁ ଆରି ମୁଇ ଏବେ ଆରି ତରେକ୍ କଇଲିନି, ତମେ ତମର୍ ଜିବନେ ଜନ୍ ସୁବ୍କବର୍ ମାନିରଇଲାସ୍, ସେଟା ଚାଡି ଆରି ଜଦି କେ, କାଇମିସା ବିନ୍ ସୁବ୍କବର୍ ଜାନାଇସି ବଇଲେ ସେ ଅବିସାପ୍ ପାଅ ।
ତେଇ କେତେ ଦିନ୍ ରଇଲା ପଚେ, ସେ ଆରି ତରେକ୍ ଜିବାଟା ଆରାମ୍ କରି ଗାଲାତିଅ ଆରି ପିରିଜିଆ ବାଟ୍ଦେଇ ଗାଲା । ବାଟେ ବିସ୍ବାସିମନ୍କେ ବିସ୍ବାସେ ଡାଟ୍ ଅଇରଇବାକେ ସାଆସ୍ ଦେଲା ।
ଏ ମର୍ ବାଇବଇନିମନ୍, ମୁଇ ତମ୍କେ ବାବୁଜିଆ କଲିନି, ତମେ ଜାଗ୍ରତ୍ ଅଇକରି ରୁଆ । ତମର୍ ବିସ୍ବାସ୍ ଆରି ଗଟେକ୍ ମନ୍ ଅଇରଇବାଟା ଜନ୍ ଲକ୍ମନ୍ ବେଗ୍ଲାଇବାକେ ଚେସ୍ଟା କଲାଇନି, ତାକର୍ଟାନେଅନି ଦୁରିକେ ରୁଆ । କାଇକେବଇଲେ, ତମେ ଜନ୍ ସିକିଆ ପାଇଆଚାସ୍, ତାର୍ ବିରଦ୍ କଲାଇନି ।
କାଇକେବଇଲେ ମର୍ ରକତ୍ ମାଉଁସ୍ ରଇବା ଜିଉଦି ବାଇବଇନିମନ୍ କିରିସ୍ଟକେ ବିସ୍ବାସ୍ କରତ୍ ନାଇ । ଜଦି ଏଟା ଅଇପାର୍ସି, ତେବେ ମୁଇ ମନ୍ କଲିନି, ନିଜେ ତାକର୍ ପାଇ ପରମେସରର୍ଟାନେ ସାଇପ୍ ପାଇକରି, କିରିସ୍ଟର୍ତେଇ ଅନି ବେଗଲ୍ବି ବଲି ।
ତେବେ ମୁଇ ଏନ୍ତାରି ମନ୍ କଲାକେ ମକେ ତମେ ଦୁଇ ମନିଆ ଲକ୍ ବଲି ବାବ୍ଲାସ୍ନି କାଇକି । ନିଜର୍ ମନ୍ କଲା ଇସାବେ ଚିନ୍ତା କର୍ବା ଗଟେକ୍ ଲକର୍ପାରା ତମେ ମକେ ବାବ୍ଲାସ୍ କାଇକି । ମୁଇ ଆଇବି ବଲି କଇଲେ ମିସା ତମର୍ ମନେ ସେ ନ ଆସେ, ବଲି ବାବ୍ଲାସ୍ କାଇକି ।
ସାରାସାରି ପଚେ ଏ ମର୍ ବାଇବଇନିମନ୍, ମୁଇ ତମ୍କେ ଆଗ୍ତୁ କଇଲାଟା ଆରିତରେକ୍ କଇବାକେ ମକେ ବିଜାର୍ ଲାଗେନାଇ । କାଇକେବଇଲେ ସେନ୍ତାରି କଲେ ବୁଲ୍ ବିସଇ ସିକାଉମନର୍ଟାନେଅନି ତମେ ଜାଗ୍ରତ୍ ଅଇରଇସା ।
ମାପ୍ରୁର୍ ସଙ୍ଗ୍ ମିସିରଇଲାର୍ପାଇ ସବୁବେଲେ ସାର୍ଦା ଅଇକରି ରୁଆ । ମୁଇ ଆରିତରେକ୍ କଇଲିନି ସାର୍ଦା ଅଇକରି ରୁଆ ।