10 ସେମନ୍ ଆମ୍କେ ସେମନର୍ ଦଲେ ଅବାବେ ରଇଲା ଲକ୍ମନ୍କେ ଏତାଇତେରୁଆ ବଲି ଅବ୍କା ଏତ୍କି ଗୁଆରି କରିରଇଲାଇ । ସେ ବିସଇ କର୍ବାକେସେ ମର୍ ମନ୍ ରଇଲା ।
“ବେସି ବରସ୍ ଦାରି ଦୁରିକେ ରଇଲା ପଚେ, ଜିରୁସାଲେମର୍ ଲକ୍ମନର୍ ପାଇ କିଚି ଡାବୁ ନେବାକେ ଆରି ବଲିଦେବାକେ ମୁଇ ତେଇ ଜାଇରଇଲି ।
ନିକ କାମ୍ କର୍ବାକେ ପାସ୍ରା ନାଇ । ଗଟେକ୍ ଲକ୍ ଆରି ଗଟେକ୍ ଲକ୍କେ ସାଇଜ କରା । କାଇକେବଇଲେ, ଏନ୍ତାରି ରଇବା ଚଲାଚଲ୍ତି ପର୍ମେସର୍କେ ସାର୍ଦା କରାଇବା ଗଟେକ୍ ବଲି ।
ଜଦି କାକେମିସା ବଁଚ୍ବାକେ ତାର୍ ଲଡାକେ ଲାଗ୍ବାଟା ସବୁ ବିସଇଆଚେ, ଆରି ତାର୍ ବିସ୍ବାସି ବାଇକେ ଲଡାଆଚେ ବଲି ସେ ଜାନେ, ମାତର୍ ତାର୍ପାଇ ଜିବନ୍ ଦୁକାଏ ନାଇ, ସେ ମୁଇ ପର୍ମେସର୍କେ ଆଲାଦ୍ କଲିନି ବଲି କଇନାପାରେ ।