ଗାଲାତିୟ 2:14 - ସତିଅର୍ ବାଟ୍ ନୁଆ ନିୟମ୍ 202014 ସବୁର୍ ମୁଆଟେ ମୁଇ ପିତର୍କେ କଇଲି, “ତୁଇ ଜିଉଦି ଅଇକରି ମିସା, ଜିଉଦି ନଇଲା ଲକର୍ ପାରା କେତେଟା ଜିଉଦି ରିତିନିତି ଚାଡିଦେଇ ଆଚୁସ୍ । ସେନ୍ତାର୍ଆଲେ ଜିଉଦି ନ ଅଉଁମନ୍କେ ଆମର୍ ଦରମର୍ ସବୁ ରିତିନିତି ମାନ୍ବାକେ କେନ୍ତି ବାଦିଅ କଲୁସ୍ନି ?” အခန်းကိုကြည့်ပါ။ |
ନେତା ଇସାବେ ଏଜାଇଅଇରଇବା ଜାକୁବ୍, ପିତର୍ ଆରି ଜଅନ୍, ଉଁ ବଲି ମାନି ଅଇରଇଲାଇ ଜେ, ପରମେସର୍ ମକେ ଏ ମୁକିଅ କାମର୍ ଦାଇତ୍ ଦେଲାଆଚେ । ସେଟାର୍ ପାଇ ସେମନ୍ ମକେ ଆରି ବର୍ନବାକେ, ଆମେ ମିସିକରି କାମ୍ କରୁବଲି ଗଟେକ୍ ଚିନ୍ ଇସାବେ ଆତ୍ ମିଲାଇଲାଇ । ବର୍ନବା ଆରି ମୁଇ ଜିଉଦି ନଇଲା ଲକ୍ମନର୍ ବିତ୍ରେ ଆରି ସେମନ୍ ଜିଉଦିମନର୍ ବିତ୍ରେ କାମ୍ କର୍ବୁ ବଲି ରାଜି ଅଇରଇଲୁ ।